ଆଜି କ୍ବାଲିଫାୟର-୨ ମୁକାବିଲା, ମୁହାଁମୁହିଁ ହେବେ ରାଜସ୍ଥାନ ରୟାଲ୍ସ ଓ ହାଇଦ୍ରାବାଦ

ଫାଇନାଲ ଲକ୍ଷ୍ୟରେ ହାଇଦ୍ରାବାଦ, ରାଜସ୍ଥାନ। ଆଜି କ୍ବାଲିଫାୟର-୨ ମୁକାବିଲା । ମୁହାଁମୁହିଁ ହେବେ ରାଜସ୍ଥାନ ରୟାଲ୍ସ ଓ ହାଇଦ୍ରାବାଦ। ଚେନ୍ନାଇ ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ନିର୍ଣ୍ଣାୟକ ମ୍ୟାଚର ବିଜୟୀ ଦଳ ଟାଇଟଲ ପାଇଁ ରବିବାର ଫାଇନାଲ ମୁକାବିଲାରେ କୋଲକାତାକୁ ଭେଟିବ।

ଫାଇନାଲ ଲକ୍ଷ୍ୟରେ ହାଇଦ୍ରାବାଦ, ରାଜସ୍ଥାନ। ଆଜି କ୍ବାଲିଫାୟର-୨ ମୁକାବିଲା । ମୁହାଁମୁହିଁ ହେବେ ରାଜସ୍ଥାନ ରୟାଲ୍ସ ଓ ହାଇଦ୍ରାବାଦ। ଚେନ୍ନାଇ ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ନିର୍ଣ୍ଣାୟକ ମ୍ୟାଚର ବିଜୟୀ ଦଳ ଟାଇଟଲ ପାଇଁ ରବିବାର ଫାଇନାଲ ମୁକାବିଲାରେ କୋଲକାତାକୁ ଭେଟିବ। ଏଲିମିନେଟରରେ ରାଜସ୍ଥାନ ରୟାଲ୍ସ ୪ ୱିକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଳୁରୁକୁ ପରାସ୍ତ କରି ୱାଲିଫାୟର ୨ ଖେଳିବାକୁ ଯୋଗ୍ୟତା ଅର୍ଜନ କରିଥିଲା । ଏହି ନିର୍ଣ୍ଣାୟକ ମାଚରେ ବିଜୟୀ ହୋଇ ହାଇଦ୍ରାବାଦ ଓ ରାଜସ୍ଥାନ ଫାଇନାଲ ଟିକଟ ହାସଲ ଲକ୍ଷ୍ୟରେ ରହିଛ ନ୍ତି। ପୂର୍ବରୁ ଦୁଇ ଦଳ ପରସ୍ପରକୁ ୧୯ ଥର ଭେଟିଥିବାବେଳେ ହାଇଦ୍ରାବାଦ ୧୦ ଓ ରାଜସ୍ଥାନ ୯ଟି ମ୍ୟାଚରେ ବିଜୟୀ ହୋଇଛି ।

Leave A Reply

Your email address will not be published.