Below header

ଆସନ୍ତା ୧୭ରେ କଟକ ଇଣ୍ଡୋର ଷ୍ଟାଡିୟମରେ ଆରମ୍ଭ ହେବ ଟେବୁଲ ଟେନିସ୍‌ ଚାମ୍ପିଅନସିପ୍‌

କଟକ(କେନ୍ୟୁଜ୍): ଆସନ୍ତା ୧୭ରେ କଟକ ଇଣ୍ଡୋର ଷ୍ଟାଡିୟମରେ ଆରମ୍ଭ ହେବ ଟେବୁଲ ଟେନିସ୍‌ ଚାମ୍ପିଅନସିପ୍‌ । ସମସ୍ତ ପ୍ରସ୍ତୁତିର ଅନୁଧ୍ୟାନ କରିଛନ୍ତି ରାଜ୍ୟ କ୍ରୀଡା ସଚିବ ବିଶାଳ ଦେବ । ତାଙ୍କ ସହ ଜିଲ୍ଲାପାଳ, ସିଏମ୍‌ସି କମିଶନର ମଧ୍ୟ ଉପସ୍ଥିତ ଥିଲେ । କଟକ, ଭୁବନେଶ୍ୱର ସମେତ ଦେଶର ବିଭିନ୍ନ ସହରରେ ପ୍ରଚାର ପ୍ରସାର କରାଯିବ ବୋଲି କହିଛନ୍ତି କ୍ରୀଡା ସଚିବ । ଏହି ଚମ୍ପିଅନସିପ୍‌ରେ ୧୪ଟି ଟିମ୍‌ ସାମିଲ୍‌ ହେବେ । ସେପଟେ ଜଲ୍ଲାର ବିଭିନ୍ନ ସ୍କୁଲରେ ପ୍ରଚାର ପ୍ରସାର କରାଯିବ ବୋଲି କହିଛନ୍ତି ଜିଲ୍ଲା ପ୍ରଶାସନ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.