୨୧ତମ ରାଜ୍ୟଗୋଷ୍ଠୀ ଟେବୁଲ୍ ଟେନିସ୍ ମିକ୍ସଡ୍ ଡବଲସ୍ ଫାଇନାଲରେ ଭାରତୀୟ ମହିଳା ଓ ପୁରୁଷ ଦଳ । ସିଙ୍ଗାପୁରକୁ ୩-୦ରେ ହରାଇ ଫାଇନାଲରେ ପ୍ରବେଶ କରିଛି ମହିଳା ଦଳ । ସେହିପୁରଷ ଦଳ ମଧ୍ୟ ସିଙ୍ଗାପୁରକୁ ୩-୦ରେ ହରାଇ ଫାଇନାଲରେ ପହଞ୍ଚିଛି । ଆଜି ଉଭୟ ପୁରୁଷ ଓ ମହିଳା ବିଭାଗର ଫାଇନାଲ ମୁକାବିଲା ହେବ । ଗତକାଲି ମିକ୍ସଡ ଡବଲସ୍ରେ ଭାରତର ଜି.ସାଥିୟା ଓ ଅର୍ଚ୍ଚନା କାମଥ୍ ସ୍ୱର୍ଣ୍ଣ ପଦକ ହାସଲ କରିଥିଲେ । ଆଜି ପ୍ରତିଯୋଗୀତାର ଶେଷ ଦିନ। ଆଜିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…