ମୁମ୍ବାଇ : ଆଗାମୀ ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍ ପାଇଁ ବିସିସିଆଇ ଘୋଷଣା କରିଛି ଭାରତୀୟ ଦଳ ଖେଳାଳି ତାଲିକା । ରୋହିତ ଶର୍ମାଙ୍କୁ ବିଶ୍ରାମ ଦିଆଯାଇଥିବା ବେଳେ କେଏଲ୍ ରାହୁଲ ଅଧିନାୟକ ଦାୟିତ୍ୱ ତୁଲାଇବେ । ପୁଣି ବଡ଼ ଖବର ହେଉଛି ଦଳକୁ ଫେରିଛନ୍ତି ଭେଟେରାନ୍ ସ୍ପିନର ରବିଚନ୍ଦ୍ର ଅଶ୍ୱିନ୍ । ରୋହିତଙ୍କ ସମେତ ବିରାଟ କୋହଲି ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମଧ୍ୟ ବିଶ୍ରାମ ଦିଆଯାଇଛି । ଆସନ୍ତା ୨୨ ତାରିଖରୁ ଏହି ସିରିଜ୍ ଆରମ୍ଭ ହେବ । ଯାହା ବିଶ୍ୱ କପ୍ ପୂର୍ବରୁ ଟିମ୍ ଇଣ୍ଡିଆ ପାଇଁ ଶେଷ ଦିନିକିଆ ସିରିଜ୍ ।
ଭାରତୀୟ ଦଳ : କେ.ଏଲ୍ ରାହୁଲ (ଅଧିନାୟକ), ରବୀନ୍ଦ୍ର ଜାଡେଜା (ଉପଅଧିନାୟକ), ଶୁବମନ ଗିଲ, ୠତୁରାଜ ଗାଏକ୍ୱାଡ଼, ଶ୍ରେୟଶ ଆୟର, ସୂର୍ଯ୍ୟ କୁମାର ଯାଦବ, ତିଲକ ବର୍ମା, ଇଶାନ କିଶାନ, ଶାର୍ଦ୍ଦୁଲ ଠାକୁର, ଓ୍ଵାଶିଂଟନ୍ ସୁନ୍ଦର, ରବିଚନ୍ଦ୍ର ଅଶ୍ୱିନ୍, ଯଶପ୍ରୀତ ବୁମରା, ମହମ୍ମଦ ସାମି, ମହମ୍ମଦ ସିରାଜ, ପ୍ରସିଦ୍ଧ କ୍ରିଷ୍ଣା ।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…