Categories: କ୍ରୀଡା

ଆସନ୍ତାକାଲି ବିଶ୍ୱକପ୍‌ରେ ପ୍ରଥମ ସେମିଫାନାଲ, ମୁହାଁମୁହିଁ ହେବେ ଭାରତ-ନ୍ୟୁଜିଲାଣ୍ଡ

କେନ୍ୟୁଜ୍ : ଆସନ୍ତାକାଲି ବିଶ୍ୱକପ୍‌ରେ ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ସେମିଫାନାଲ । ପଏଣ୍ଟ ତାଲିକାର ଶୀର୍ଷ ସ୍ଥାନରେ ଥିବା ଟିମ୍‌ ଇଣ୍ଡିଆ ଚତୁର୍ଥ ସ୍ଥାନରେ ଥିବା ନ୍ୟୁଜିଲାଣ୍ଡ ଟିମ୍‌କୁ ଭେଟିବ । ମାଞ୍ଚେଷ୍ଟରରେ ୪୪ ବର୍ଷ ପରେ ନ୍ୟୁଜିଲାଣ୍ଡକୁ ଭେଟିବ ଭାରତ । ଚଳିତ ବିଶ୍ୱକପ୍‌ରେ ଏହି ଦୁଇ ଦଳ କୌଣସି ମ୍ୟାଚ୍‌ ଖେଳି ନାହାନ୍ତି । ଲିଗ୍‌ ପର‌୍ୟ୍ୟାୟରେ ହେବାକୁ ଥିବା ଦୁଇ ଦଳ ମଧ୍ୟରେ ମୁକାବିଲା ବର୍ଷା ଯୋଗୁ ବାତିଲ ହୋଇଥିଲା । ଦୁଇ ଦଳ ଗୋଟିଏ ଲେଖାଏଁ ପଏଣ୍ଟ ପାଇଥିଲେ । ତେଣୁ ଚଳିତ ବିଶ୍ୱକପ୍‌ ସେମିଫାଇନାଲରେ ପ୍ରଥମ ଥର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ହେବ ।

ଅଭ୍ୟାସ ମ୍ୟାଚ୍‌ରେ ଭାରତକୁ ହରାଇଥିଲା ନ୍ୟୁଜିଲାଣ୍ଡ । ସେହି ପରାଜୟର ପ୍ରତିଶୋଧ ନେବାକୁ ଚେଷ୍ଟା କରିବ ଟିମ୍‌ ଇଣ୍ଡିଆ । ଏହା ପୂର୍ବରୁ ୧୧ ବର୍ଷ ତଳେ, ୨୦୦୮ରେ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ସେମିରେ ପରସ୍ପରକୁ ଭେଟିଥିଲେ ଭାରତ-ନ୍ୟୁଜିଲାଣ୍ଡ । ସେତେବେଳେ ଭାରତର ଅଧିନାୟକ ଥିଲେ ବିରାଟ କୋହଲି ଓ ନ୍ୟୁଜିଲାଣ୍ଡ ଅଧିନାୟକ ଥିଲେ କେନ୍‌ ୱିଲିଅମସନ । ଭାରତ ନ୍ୟୁଜିଲାଣ୍ଡକୁ ୩ ୱିକେଟ ହରାଇ, ଫାଇନାଲରେ ପହଞ୍ଚି ଚାମ୍ପିଅନ ହୋଇଥିଲା । ଏବେ ୧୧ ବର୍ଷ ପରେ କୋହଲି-ୱିଲିଅମସନ ନିଜ ନିଜ ସିନିଅର ଦଳର ଅଧିନାୟକ । ଉଭୟ ପରସ୍ପରକୁ ପୁଣି ଏକ ବିଶ୍ୱକପ୍‌ ସେମିରେ ଭେଟିବାକୁ ଯାଉଛନ୍ତି ।

KNews Bureau

Recent Posts

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

14 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

26 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

38 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

42 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

1 hour ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago