ମୁମ୍ବାଇ: ଓ୍ଵିମ୍ବଲଡନ୍ ଓ ଅଲିମ୍ପିକ ପରେ ଏବେ ଆଇପିଏଲ ଉପରେ କଳା ବାଦଲ । ଲକ୍ଡାଉନ୍ ଅବଧି ବଢ଼ିବା ସହ ମଉଳିଲା ଫଟାଫଟ କ୍ରିକେଟ ଲଢ଼େଇ ଆଶା । ଦେଶରେ ସାମ୍ପ୍ରତିକ ସ୍ଥିତିକୁ ନଜରରେ ରଖି ସ୍ଥଗିତ ହୋଇଛି ଆଇପିଏଲ ୧୩ତମ ସଂସ୍କରଣ । ଏନେଇ ବିସିସିଆଇ ସୂଚନା ଦେଇଛି । ପ୍ରଥମେ ଏପ୍ରିଲ ୧୫ ପର୍ଯ୍ୟନ୍ତ ଆଇପିଏଲକୁ ସ୍ଥଗିତ ରଖଯାଇଥିଲା । ମ୍ୟାଚ୍ ବାତିଲ୍ ଯୋଗୁ ୩ ହଜାର କୋଟି ଟଙ୍କାର କ୍ଷତି ସହିବାକୁ ପଡିଛି।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…