ହକି ବିଶ୍ୱକପ୍‌ରେ ଆଜି ମୁହାଁମୁହିଁ ହେବେ ସ୍ପେନ୍‌-ଫ୍ରାନ୍ସ ଓ ନ୍ୟୁଜିଲାଣ୍ଡ-ଆର୍ଜେଣ୍ଟିନା

ଭୁବନେଶ୍ବର(କେନ୍ୟୁଜ୍) : ହକି ବିଶ୍ୱକପ୍‌ରେ ଆଜି ଖେଳାଯିବ ଦୁଇଟି ମ୍ୟାଚ୍‌ । ପୁଲ୍‌-ଏର ଦୁଇଟି ମ୍ୟାଚ୍‌ ଖେଳାଯିବ । ପ୍ରଥମ ମୁକାବିଲାରେ ମୁହାଁମୁହିଁ ହେବେ ସ୍ପେନ୍‌-ଫ୍ରାନ୍ସ ।

Hocky-mahak-tv ସନ୍ଧ୍ୟା ୫ଟାରେ ଏହି ମ୍ୟାଚ୍‌ ଖେଳାଯିବ । ସେହିପରି ଦ୍ୱିତୀୟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଓ ଆର୍ଜେଣ୍ଟିନା ମଧ୍ୟରେ ଟକ୍କର । ସନ୍ଧ୍ୟା ୭ଟାରେ ଏହି ମ୍ୟାଚ୍‌ ଅନୁଷ୍ଠିତ ହେବ ।

Leave A Reply

Your email address will not be published.