ହକି ବିଶ୍ୱକପ୍‌ରେ ଆଜି ମୁହାଁମୁହିଁ ହେବେ ଅଷ୍ଟ୍ରେଲିଆ ଓ ଚୀନ୍‌ ଏବଂ ଆୟର୍ଲାଣ୍ଡ ଓ ଇଂଲଣ୍ଡ

ଭୁବନେଶ୍ବର(କେନ୍ୟୁଜ୍) : ହକି ବିଶ୍ୱକପ୍‌ରେ ଆଜି ଖେଳାଯିବ ଦୁଇଟି ମ୍ୟାଚ୍‌ । ପ୍ରଥମ ମ୍ୟାଚରେ ମୁହାଁମୁହିଁ ହେବେ ଅଷ୍ଟ୍ରେଲିଆ ଓ ଚୀନ୍‌ । ସନ୍ଧ୍ୟା ୫ଟାରେ ଏହି ମ୍ୟାଚ୍‌ ଖେଳାଯିବ । ସେହିପରି ଦ୍ୱିତୀୟ ମ୍ୟାଚରେ ଆୟର୍ଲାଣ୍ଡ ଓ ଇଂଲଣ୍ଡ ମଧ୍ୟରେ ଲଢ଼େଇ ହେବ । ସନ୍ଧ୍ୟା ୭ଟାରେ ଖେଳାଯିବ ଏହି ମ୍ୟାଚ୍‌ ।

Leave A Reply

Your email address will not be published.