Categories: କ୍ରୀଡା

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟି-୨୦, ବିଜୟ ଧାରାକୁ ଫେରିବା ଲକ୍ଷ୍ୟରେ ମୈଦାନକୁ ଓହ୍ଲାଇବ ଟିମ୍‌ ଇଣ୍ଡିଆ

ମେଲବୋର୍ଣ୍ଣ(କେନ୍ୟୁଜ୍) : ଆଜି ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ ଦ୍ୱିତୀୟ ଟି-୨୦ । ମେଲବୋର୍ଣ୍ଣରେ ଏହି ମ୍ୟାଚ୍‌ ଖେଳାଯିବ । ପ୍ରଥମ ମ୍ୟାଚ୍‌ରେ ଭାରତ ମାତ୍ର ୪ ରନ୍‌ରେ ହାରିଥିଲା । ତେଣୁ ଆଜିର ମ୍ୟାଚ୍‌ ଜିତି ବିଜୟ ଧାରାକୁ ଫେରିବା ଲକ୍ଷ୍ୟରେ ମୈଦାନକୁ ଓହ୍ଲାଇବ ଟିମ୍‌ ଇଣ୍ଡିଆ । ତେବେ ଚୂଡ଼ାନ୍ତ ଏକାଦଶରେ କିଛି ପରିବର୍ତ୍ତନ କରିପାରେ । ବିଶେଷ କରି ଲୋକେଶ ରାହୁଲଙ୍କ ଆଉଟ୍‌ ଫର୍ମ ଚିନ୍ତାଜନକ ରହିଛି । ଆଜିର ମ୍ୟାଚରେ ଟି-ଟେ୍ଵଣ୍ଟି ସ୍ପେଶାଲିଷ୍ଟ ଯୁଜବେନ୍ଦର ଚହଲଙ୍କୁ ମିଳିପାରେ ସୁଯୋଗ । ପ୍ରଥମ ମ୍ୟାଚରେ ଅଧିକ ରନ୍‌ ବ୍ୟୟ କରିଥିବା ଖଲିଲ ଅହମ୍ମଦଙ୍କ ସ୍ଥାନ ସେ ନେଇ ପାରନ୍ତି ।

ସେହିପରି କୁନାଲ ପାଣ୍ଡ୍ୟାଙ୍କ ସ୍ଥାନରେ ପ୍ଲେଇଂ ଇଲେଭେନ୍‌ରେ ସାମିଲ ହୋଇପାରନ୍ତି ଓ୍ଵାଶିଂଟନ୍‌ ସୁନ୍ଦର । ସେହିପରି ଘରୋଇ ପରିବେଶ ସହ ୟଙ୍ଗ ବ୍ରିଗେଡଙ୍କୁ ନେଇ ଆଗୁଆ ସିରିଜ ବିଜୟୀ ହେବା ଲକ୍ଷ୍ୟରେ ରହିଛି କଙ୍ଗାରୁ ବାହିନୀ । ତେବେ ମେଲବୋର୍ଣ୍ଣରେ ଅଷ୍ଟ୍ରେଲିଆ ବିପକ୍ଷରେ ଟିମ୍‌ ଇଣ୍ଡିଆର ରେକର୍ଡ ଭଲ । ୩ଟି ଟି-୨୦ରେ ଭାରତର ୨ଟି ଜିତିଛି । ଶେଷ ମ୍ୟାଚ୍‌ରେ ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଅର୍ଦ୍ଧଶତକ ବଳରେ ଭାରତ ବିଦୟୀ ହୋଇଥିଲା ।

KNews Bureau

Recent Posts

ସ୍କୁଟିରେ ଯାଉଥିବା ବେଳେ ଅଘଟଣ, ନଡ଼ିଆ ଗଛ ପଡି ୨ ମୃତ, ଜଣେ ଗୁରୁତର

କୋଣାର୍କ (କେନ୍ୟୁଜ): ନଡ଼ିଆ ଗଛ ପଡି ଗଲା ଜୀବନ । ୨ ମୃତ, ଜଣେ ଗୁରୁତର ।  ଗୋପ ସରଡ଼ା…

15 seconds ago

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ଯୁବକଙ୍କୁ ହତ୍ୟା ।  ଭୁବନେଶ୍ୱର ନାକା ଗେଟ୍ ନିକଟରୁ ଯୁବକଙ୍କ ମୃତଦେହ ଜବତ ହୋଇଛି । …

30 mins ago

ରବିନା ଟଣ୍ଡନଙ୍କ ବିରୁଦ୍ଧରେ ମାରପିଟ୍‌ ଅଭିଯୋଗ, ନିଶାରେ ବୟସ୍କା ମହିଳାଙ୍କୁ କରିଛନ୍ତି ଆକ୍ରମଣ

ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନଙ୍କ ଉପରେ ଅଭିଯୋଗ । ରବିନା ଜଣେ ବୟସ୍କା ମହିଳା ଏବଂ ତାଙ୍କ ପରିବାର ସହିତ…

32 mins ago

ବ୍ରେକଅପ୍‌ ଆମକୁ କଣ ଶିକ୍ଷା ଦିଏ ? ଜାଣନ୍ତୁ କିଛି ରୋଚକ କଥା

ମେଣ୍ଟାଲ ହେଲଥ୍‌ ଏବଂ ଇମୋସନ୍‌ ପାଇଁ ବ୍ରେକଅପ୍‌ ଭଲ ହୋଇନଥାଏ । ଏହା ଅନେକ ଲୋକଙ୍କ ପାଇଁ ଜୀବନର ସବୁଠାରୁ…

1 hour ago

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା, ଜାଣନ୍ତୁ କ’ଣ ଏହାର ସ୍ୱତନ୍ତ୍ରତା?

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସମ୍ପୂର୍ଣ୍ଣ ସତ । ଏକ…

1 hour ago

କୋଚିନ ସିପୟାର୍ଡରେ ସେଫ୍ଟି ଆସିଷ୍ଟାଣ୍ଟ ପଦବୀରେ ଭର୍ତ୍ତି, ଜାଣନ୍ତୁ କେତେ ମିଳିବ ଦରମା

କୋଚିନ ସିପୟାର୍ଡ ଲିମିଟେଡ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ୩୦ରୁ ଅଧିକ ପଦବୀରେ…

1 hour ago