ଆଜି ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଦିନିକିଆ, ଭଲ ପ୍ରଦର୍ଶନ କରିବା ଲକ୍ଷ୍ୟରେ ଟିମ୍‌ ଇଣ୍ଡିଆ

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ । ହିମାଚଳ ପ୍ରଦେଶ କ୍ରିକେଟ୍‌ ଆସୋସିଏସନ୍‌ ଷ୍ଟାଡିୟମ୍‌ରେ ମ୍ୟାଚ୍‌ ଖେଳାଯିବ । ନ୍ୟୁଜିଲାଣ୍ଡ ବିପକ୍ଷରେ ଦିନିକିଆ ଓ ଟେଷ୍ଟ ସିରିଜ୍‌ ହାରିବା ପରେ ଭଲ ପ୍ରଦର୍ଶନ ଲକ୍ଷ୍ୟରେ ରହିଛି ଟିମ୍‌ ଇଣ୍ଡିଆ । ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ଭୁବନେଶ୍ୱର କୁମାର ଓ ଶିଖର ଧଓ୍ଵନ ଦଳକୁ ଫେରିଛନ୍ତି । ଅପରପକ୍ଷେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌ ବେଳେ ହାତ ନମିଶାଇବା ଓ ସେଲ୍‌ଫି ନନେବାକୁ ବାରଣ କଲା ବିସିସିଆଇ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.