Categories: କ୍ରୀଡା

ଆଜି ଭାରତ- ୱେଷ୍ଟଇଣ୍ଡିଜ୍‌ ଦ୍ୱିତୀୟ ଦିନିକିଆ, ବିଶାଖାପାଟନାରେ ହେବେ ମୁହାଁମୁହିଁ

ବିଶାଖାପାଟନା(କେନ୍ଯୁଜ୍) : ଆଜି ଭାରତ- ୱେଷ୍ଟଇଣ୍ଡିଜ୍‌ ଦ୍ୱିତୀୟ ଦିନିକିଆ । ବିଶାଖାପାଟନାରେ ମୁହାଁମୁହିଁ ହେବେ ଦୁଇ ଦଳ । ଦିନ ସାଢେ ଗୋଟଏରେ ମ୍ୟାଚ ଖେଳାଯିବ । ୫ ଟିକିଆ ଦିନିକିଆ ସିରିଜ୍‌ରେ ୧-୦ରେ ଆଗୁଆ ରହିଛି ଭାରତ ।

ପ୍ରଥମ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍‌କୁ ୮ ଓ୍ଵିକେଟ୍‌ରେ ପରାସ୍ତ କରିଥିଲା ଟିମ୍‌ ଇଣ୍ଡିଆ । ଆଜି ୨-୦ ଲକ୍ଷ୍ୟରେ ପଡିଆକୁ ଓହ୍ଲାଇବ ମେନ୍‌ ଇନ୍‌ ବ୍ଲୁ । ପ୍ରଥମ ମ୍ୟାଚ୍‌ ଜିତିଥିବା ଭାରତର ମନୋବଳ ଦୃଢ ରହିଛି । ଅନ୍ୟପଟେ ପରାଜୟର ପ୍ରତିଶୋଧ ନେବା ଲକ୍ଷ୍ୟରେ ରହିବ ଭ୍ରମଣକାରୀ ଦଳ ।

KNews Bureau

Recent Posts

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

4 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

12 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

14 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

22 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

47 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

56 mins ago