କ୍ରୀଡା

ଆଇପିଏଲ୍‌ ୨୦୨୦: ଆଜି ମୁହାଁମୁହିଁ ହେବେ କୋଲକତା ନାଇଟ ରାଇଡର୍ସ ଏବଂ ସନ ରାଇଜର୍ସ ହାଇଦ୍ରାବାଦ

ଆଜି ଆଇପିଏଲ୍‌ର ଅଷ୍ଟମ ମ୍ୟାଚରେ ମୁହାଁମୁହିଁ ହେବେ କୋଲକତା ନାଇଟ ରାଇଡର୍ସ(କେକେଆର) ଏବଂ ସନ ରାଇଜର୍ସ ହାଇଦ୍ରାବାଦ। ପୂର୍ବରୁ ହାଇଦ୍ରାବାଦ ଗୋଟେ ମ୍ୟାଚ ହାରିଯାଇଥିବା ବେଳେ କଲିକତା ମଧ୍ୟ ମୁମ୍ବାଇ ଠାରୁ ପ୍ରଥମ ମ୍ୟାଚ ହାରିସାରିଛି। ଏବେ ଦୁଇଟି ଯାକ ଦଳ ମ୍ୟାଚ ହାତେଇବାକୁ ନିଶ୍ଚିତ ଭାବେ ଚେଷ୍ଟା କରିବ। ଉଭୟ ଦଳ ପାଇଁ ଏହି ମ୍ୟାଚ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ।

ସମ୍ଭାବ୍ୟ କେକେଆର ଦଳ: ସୁନୀଲ ନାରିନେ, ଶୁଭମନ ଗିଲ, ନିତିଶ ରାଣା, ଇଅନ ମୋରଗାନ, ଆଣ୍ଡ୍ରେ ରସେଲ, ଦିନେଶ କାର୍ତ୍ତିକ, ନିଖିଲି ନାଏକ, ପ୍ୟାଟ କ୍ୟୁମିନସ, କୁଲଦୀପ ଯାଦବ, ସନ୍ଦୀପ ଓ୍ଵାରିଅର, ଶିଭମ ମାଭି।

ସମ୍ଭାବ୍ୟ ହାଇଦ୍ରାବାଦ ଦଳ: ଡେଭିଡ ଓ୍ଵାର୍ଣ୍ଣର, ଜନି ବେୟାରଷ୍ଟୋ, ମନିଷ ପାଣ୍ଡେ, ବିଜୟ ଶଙ୍କର, ମହମ୍ମଦ ନବି, ପ୍ରିୟମ ଗର୍ଗ, ଅଭିଷେକ ଶର୍ମା, ରସିଦ ଖାନ, ଭୁବନେଶ୍ୱର କୁମାର, ସନ୍ଦୀପ ଶର୍ମା, ଟି ନଟରାଜନ।

Swagatika

Recent Posts

‘ବାପା ମୋ ଜୀବନ…’, ମନ୍ତ୍ରୀ ହେବା ପରେ ଚିରାଗ ପାସଓ୍ଵାନ ସେୟାର କଲେ ଭାବପ୍ରବଣ ପୋଷ୍ଟ

ଚିରାଗ ପାସୱାନ ପ୍ରଥମ ଥର ମୋଦି କ୍ୟାବିନେଟ୍‌ରେ ମନ୍ତ୍ରୀ ହୋଇଛନ୍ତି । ମୋଦିଙ୍କ ତୃତୀୟ ପାଳି କ୍ୟାବିନେଟରେ ଚିରାଗଙ୍କୁ ଖାଦ୍ୟ…

47 seconds ago

ମୁଖ୍ୟମନ୍ତ୍ରୀ ଶପଥ ସମାରୋହ ପାଇଁ ଟ୍ରାଫିକ କଟକଣା, ଦିନ ୨ରୁ ସଂଧ୍ୟା ୭ ଯାଏଁ ଗାଡ଼ି ଚଳାଚଳ ମନା

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତାକାଲି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। କାଲି ଅପରହ୍ଣ ୪ଟା…

7 mins ago

ଲୋକପ୍ରିୟ କନ୍ନଡ ଅଭିନେତା ଦର୍ଶନ ଗିରଫ, ହତ୍ୟା ଅଭିଯୋଗରେ ବାନ୍ଧିଲା ପୋଲିସ

କନ୍ନଡ ଅଭିନେତା ଦର୍ଶନଙ୍କୁ ଗିରଫ କଲା ପୋଲିସ । ରେଣୁକାସ୍ୱାମୀ ନାମକ ଜଣେ ଯୁବକଙ୍କୁ ହତ୍ୟା ଅଭିଯୋଗରେ ଗିରଫ ହୋଇଛନ୍ତି…

10 mins ago

ସୋନାକ୍ଷୀଙ୍କ ବିବାହକୁ ନେଇ ନୀରବତା ଭାଙ୍ଗିଲେ ଶତ୍ରୁଘ୍ନ ସିହ୍ନା, କହିଲେ ଝିଅର ନିଷ୍ପତ୍ତି ଉପରେ ସମ୍ପୂର୍ଣ୍ଣ ବିଶ୍ୱାସ ଅଛି

ଅଭିନେତା-ରାଜନେତା ଶତ୍ରୁଘ୍ନ ସିହ୍ନା ଝିଅ ସୋନାକ୍ଷୀ ସିହ୍ନାଙ୍କ ବିବାହ ଗୁଜବ ଉପରେ ନୀରବତା ଭାଙ୍ଗିଛନ୍ତି । ସୋମବାର ଦିନ ଏହି…

14 mins ago

କୋରାପୁଟ ସେମିଲିଗୁଡାରେ ଝାଡାବାନ୍ତି ଆତଙ୍କ: ସ୍ଵାସ୍ଥ୍ୟାବସ୍ଥା ଯାଞ୍ଚ କରୁଛି ଡାକ୍ତରୀ ଟିମ୍

କୋରାପୁଟ (କେନ୍ୟୁଜ): କୋରାପୁଟ ସେମିଲିଗୁଡ଼ା ସୁବାଇ ଗାଁରେ ବ୍ୟାପିଛି ଝାଡ଼ାବାନ୍ତି । ଗାଁରେ ୪୦ ରୁ ଅଧିକ ଲୋକ ଝାଡ଼ାବାନ୍ତିରେ…

36 mins ago

ନିର୍ବାଚନ ଜିତିବା ପରେ ପପୁଙ୍କ ନାମରେ ଗୁରୁତର ଅଭିଯୋଗ, ବ୍ୟବସାୟୀଙ୍କୁ ମାଗୁଥିଲେ ୧ କୋଟି ଟଙ୍କା

ବିହାର ପୂର୍ଣ୍ଣିୟାରୁ ନବନିର୍ବାଚିତ ସାଂସଦ ରାଜେଶ ରଂଜନ ଓରଫ ପପୁ ଯାଦବଙ୍କ ପିଛା ଛାଡ଼ୁନି ବିବାଦ । ନିର୍ବାଚନ ଜିତିବାର…

48 mins ago