କ୍ରୀଡା

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ବିତୀୟ ଦିନିକିଆ ଲଢେଇ: ସିରିଜ ହାତେଇବା ଲକ୍ଷ୍ୟରେ ଟିମ ଇଣ୍ଡିଆ

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ବିତୀୟ ଦିନିକିଆ । ଇନ୍ଦୋରରେ ହେବ ମହାଲଢେଇ । ଆଜି ଅପରାହ୍ନ ସାଢ଼େ ଗୋଟାଏରୁ ଖେଳ ଆରମ୍ଭ ହେବ । ଆଗୁଆ ସିରିଜ ବିଜୟ ଲକ୍ଷ୍ୟରେ ପଡିଆକୁ ଓହ୍ଲାଇବ ଟିମ ଇଣ୍ଡିଆ ।

ପଟେ ମ୍ୟାଚ ଜିତି ସିରିଜ ଫେରିବାକୁ ଉଦ୍ୟମ କରିବ କଙ୍ଗାରୁ ଦଳ । ମୋହାଲି ପ୍ରଥମ ଦିନିକିଆରେ ବାଜି ମାରିଥିଲା ଭାରତ । ଗତ ମ୍ୟାଚରେ ବିଫଳ ହୋଥିବା ଶ୍ରେୟସ ଆୟର ଭଲ ସ୍କୋର କରିବାକୁ ଆଗ୍ରହୀ ଥିବା ବେଳେ ଆର. ଅଶ୍ବିନ ୱିକେଟ ସନ୍ଧାନରେ ରହିବେ । ହୋଲକର ଷ୍ଟାଡିୟମରେ ବଡ଼ ସ୍କୋର ଆଶା ରହିଛି। ପ୍ରଥମ ମ୍ୟାଚରେ ଅଧିନାୟକ ରୋହିତ ଶର୍ମା ଓ ବିରାଟ କୋହଲିଙ୍କ ସହ ୪ ଷ୍ଟାର ଖେଳାଳିଙ୍କ ବିନା ଖେଳିଥିଲା ଆୟୋଜକ ଦଳ । ତିନି ମ୍ୟାଚ୍ ବିଶିଷ୍ଟ ସିରିଜରେ ଭାରତ ୧-୦ରେ ଆଗୁଆ ରହିଛି । ତୃତୀୟ ମ୍ୟାଚ ରାଜକୋଟରେ ଖେଳାଯିବ ।

Barsha

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

5 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago