Categories: କ୍ରୀଡା

ଆଜିଠାରୁ ଆରମ୍ଭ ରଣଜୀ କ୍ରିକେଟ ସିଜିନ୍‌, ଟସ୍‌ ଜିତି ଓଡ଼ିଶାର ପ୍ରଥମେ ବ୍ୟାଟିଂ

ଭୁବନେଶ୍ବର(କେନ୍ଯୁଜ୍) : ଆଜିଠାରୁ ଆରମ୍ଭ ହୋଇଛି ରଣଜୀ କ୍ରିକେଟ ସିଜିନ୍‌ । ଭୁବନେଶ୍ୱର କିଟ୍‌ ଷ୍ଟାଡିୟମରେ ମୁହାଁମୁହିଁ ହୋଇଛନ୍ତି ଓଡ଼ିଶା ଓ ହରିୟାଣା । ଟସ୍‌ ଜିତି ଓଡ଼ିଶା ପ୍ରଥମେ ବ୍ୟାଟିଂ କରୁଛି। ଉଭୟ ଟିମ୍‌ରେ ଅଛନ୍ତି ବହୁ ନୂଆ ପୁରୁଣା ଖେଳାଳି । ଓଡ଼ିଶା ରଣଜୀ ଟିମ୍‌ ଅଧିନାୟକ ବିପ୍ଳବ ସାମନ୍ତରାୟ, ଗୋବିନ୍ଦ ପୋଦ୍ଦାର ଏବେ ଭଲ ଫର୍ମରେ ଅଛନ୍ତି ।

ପ୍ରଥମଥର ପାଇଁ ଟିମ୍‌ରେ ସ୍ଥାନ ପାଇଛନ୍ତି ପ୍ରତିଭାବାନ ବୋଲର୍‌ ପପୁ ରାୟ । ଗତ ଦେଓଧର ଟ୍ରଫିରେ ତାଙ୍କର ପ୍ରଦର୍ଶନ ଭଲ ଥିଲା । ସେପଟେ ହରିୟାଣା ଟିମ୍‌ ରେ ଅଛନ୍ତି ଭାରତୀୟ ଷ୍ଟାର ବୋଲର ମୋହିତ ଶର୍ମା, ଜୟନ୍ତ ଯାଦବଙ୍କ ସମେତ ଆଇପିଏଲ ଷ୍ଟାର ହର୍ସଲ ପଟେଲ ।

KNews Bureau

Recent Posts

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

4 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

12 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

19 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

27 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

29 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

37 mins ago