କ୍ରୀଡା

ପୁଣି ୨ କିଟ୍‌ ଛାତ୍ରୀଙ୍କ କମାଲ୍: ସର୍ବଭାରତୀୟ ଅନ୍ତଃବିଶ୍ୱବିଦ୍ୟାଳୟ ଭାରଉତ୍ତୋଳନରେ ଆଣିଲେ ରୌପ୍ୟ ଓ ବ୍ରୋଞ୍ଜ ମେଡାଲ୍

ଭୁବନେଶ୍ବର(କେନ୍ଯୁଜ୍): ସର୍ବଭାରତୀୟ ଅନ୍ତଃବିଶ୍ୱବିଦ୍ୟାଳୟ ଭାରଉତ୍ତୋଳନ ପ୍ରତିଯୋଗିତାର ମହିଳା ବର୍ଗରେ ଆଉ ଦୁଇ କିଟ୍‌ ବିଶ୍ୱବିଦ୍ୟାଳୟ ଛାତ୍ରୀଙ୍କ ସଫଳତା । ମୋତି ଜୈନ ରୌପ୍ୟ ଜିତିଥିବା ବେଳେ ବ୍ରୋଞ୍ଜ ଜିତିଛନ୍ତି ଅପରାଜିତା ଭୂୟାଁ। ୫୯ କିଲୋଗ୍ରାମ ବର୍ଗରେ ସ୍ନାଚରେ ୭୦ କିଲୋଗ୍ରାମ ଏବଂ କ୍ଲିନ୍‌ ଆଣ୍ଡ ଜର୍କରେ ୯୮ କିଲୋଗ୍ରାମ ଉତ୍ତୋଳନ କରି ରୌପ୍ୟ ଜିତିଛନ୍ତି ମୋତି।

ଏହି ବର୍ଗରେ ସ୍ନାଚରେ ୭୨ ଓ କ୍ଲିନ୍‌ ଆଣ୍ଡ ଜର୍କରେ ୮୭ କିଲୋଗ୍ରାମ ଉତ୍ତୋଳନ କରି ବ୍ରୋଞ୍ଜ ଜିତିଛନ୍ତି ଅପରାଜିତା ଭୂୟାଁ। ପ୍ରତିଯୋଗିତାର ପ୍ରଥମ ଦିନରେ ୪୯ କିଲୋଗ୍ରାମ ବର୍ଗରେ ସ୍ୱର୍ଣ୍ଣ ଜିତିଥିଲେ କିଟ୍‌ ବିଶ୍ୱବିଦ୍ୟାଳୟ ଛାତ୍ରୀ ସ୍ନେହା ସୋରେନ। ଆନ୍ଧ୍ରର ଗୁଣ୍ଟର ସ୍ଥିତ ଆଚାର୍ଯ୍ୟ ନାଗାର୍ଜୁନ ବିଶ୍ୱବିଦ୍ୟାଳୟରେ ଚାଲିଛି ଅଲ୍‌ ଇଣ୍ଡିଆ ଇଣ୍ଟର ୟୁନିର୍ଭସିଟି ୱେଟ୍‌ଲିଫ୍ଟିଂ (ୱିମେନ)ଚାମ୍ପିଅନସିପ୍‌-୨୦୨୧-୨୨।

Sonalisa

Recent Posts

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

1 min ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

13 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

25 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

29 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

49 mins ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago