Categories: କ୍ରୀଡା

ଅଧିନାୟକ କୋହଲିଙ୍କୁ ବିରାଟ ଫାଇନ୍, ଆଇସିସି ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ

ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲିଙ୍କୁ ଫାଇନ । ଗତକାଲି ଆଫଗାନିସ୍ତାନ ବିପକ୍ଷ ମ୍ୟାଚ ପାଇଁ କୋହଲିଙ୍କୁ ଦଣ୍ଡିତ କରାଯାଇଛି । ଆଫଗାନିସ୍ତାନ ବ୍ୟାଟିଂ କରୁଥିବା ବେଳେ ବିରାଟ ମାତ୍ରାଧିକ ଅପିଲ କରିବା ସହ ଆଇସିସି ନିୟମ ଉଲ୍ଲଂଘନ କରିଥିବାର ଅଭିଯୋଗ ହୋଇଛି । ଫଳରେ ମ୍ୟାଚ ଫିସ୍ ୨୫ ପ୍ରତିଶତ ଜରିମାନା ଗଣିବେ ବିରାଟ ।

ମ୍ୟାଚର ଦ୍ୱିତୀୟ ଇଂନିସର ୨୯ ତମ ଓଭରରେ କୋହଲି ଏଲବିଡବ୍ଲୁ ପାଇଁ ଅମ୍ପାୟାର ଅଲିମ ଦାରଙ୍କ ନିକଟରେ ବାରମ୍ବାର ଅପିଲ କରିଥିଲେ । ଧାରା ୨.୧ ଆଧାରରେ ମ୍ୟାଚ୍ ଉଲ୍ଲଂଘନ ଫିସର ୫୦% ପର୍ଯ୍ୟନ୍ତ ଜରିମାନା ରହିଛି।

Pritiparna

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

5 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago