Below header

ଅନୁଗୁଳ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଅନୁଗୁଳ(କେନ୍ୟୁଜ୍) : ଅନୁଗୁଳ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଛି । ଫାଇନାଲରେ ଭୁବନେଶ୍ୱର ସ୍ପୋର୍ଟସ ହଷ୍ଟେଲ CISFକୁ ହରାଇ ଚାମ୍ପିଅନ ହୋଇଛି । ଏକ ତାରିଖରୁ ଚାଲିଥିବା ଟୁର୍ଣ୍ଣାମେଣ୍ଟରେ ରାଜ୍ୟ ତଥା ଆନ୍ତର୍ଜାତୀୟ ସ୍ତରର ୫ଟି ଦଳ ଭାଗ ନେଇଥିଲେ । ଉଦଯାପନୀ ଉତ୍ସବରେ ଭଲିବଲ ସଂଘର ସମ୍ପାଦକ ତଥା କିଟ୍‌ ଓ କିସ୍‌ର କ୍ରୀଡା ନିର୍ଦ୍ଦେଶକ ଗଗନେନ୍ଦୁ ଦାସ ମୁଖ୍ୟ ଅତିଥୀ ଭାବେ ଯୋଗ ଦେଇଥିଲେ । ଭଲିବଲ ହୋମର ସାଧାରଣ ସମ୍ପାଦକ ବସନ୍ତ କୁମାର ଦାସଙ୍କ ସହ ବହୁ ମାନ୍ୟଗଣ୍ୟ ଅତିଥି ଉପସ୍ଥିତ ଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.