Categories: କ୍ରୀଡା

୨୩ ରନରେ ବିଜୟୀ ହେଲା ୱେଷ୍ଟଇଣ୍ଡିଜ୍

ଲଡ୍ସରେ ଆଜି ଖେଳା ଯାଉଛି ଚଳିତ ବିଶ୍ୱକପ୍ର ୪୨ତମ ମ୍ୟାଚ୍ । ଏହି ମ୍ୟାଚରେ ଟସ୍ ଜିତି େଓ୍ଵଷ୍ଟଇଣ୍ଡିଜ୍ ପ୍ରଥମେ ବ୍ୟାଟିଂ କରିଛି । ଦଳ ୫୦ ଓଭରରେ ୬ ଓ୍ଵିକେଟ୍ ହରାଇ ୩୧୧ ରନ୍ କରିଥିଲା । ତେବେ ଏହାର ପିଛା କରିବାକୁ ଯାଇ ଆଫଗାନିସ୍ତାନ ନିର୍ଦ୍ଧାରିିତ ଓଭରରେ ସମସ୍ତ ୱିକେଟ୍ ହରାଇ ସଂଗ୍ରହ କରିଥିଲା ୨୮୮ ରନ୍

ଇଣ୍ଡିଜ୍ ଏବଂ ଆଫଗାନିସ୍ତାନ ସେମିଫାଇନାଲ୍ ଦୌଡ଼ରୁ ବହୁ ପୂର୍ବରୁ ବାଦ୍ ପଡ଼ି ସାରିଥିବାରୁ ଏହି ମ୍ୟାଚର ଫଳାଫଳ ବିଶେଷ ଗୁରୁତ୍ୱ ରଖୁନାହିଁ । ତେବେ ଏକ ବିଜୟ ସହ ଟୁର୍ଣ୍ଣାମେଣ୍ଟରୁ ବିଦାୟ ନେବା ପାଇଁ ଚାହୁଁଛି ଇଣ୍ଡିଜ୍ ।

KNews Bureau

Recent Posts

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

58 seconds ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

4 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

24 mins ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

1 hour ago

ବାଲେଶ୍ଵରରେ କୋହଳ ହେଲା କର୍ଫ୍ୟୁ କଟକଣା, ଇଣ୍ଟରନେଟ୍ ସେବା ଉପଲବ୍ଧ

ବାଲେଶ୍ୱର : ବାଲେଶ୍ଵରରେ ସ୍ଵାଭାବିକ ହେଉଛି ସ୍ଥିତି । ଆଜିଠୁ ଆହୁରି କୋହଳ ହୋଇଛି କଟକଣା । ଟାଉନ୍ ଥାନା…

1 hour ago

ସାଇବର ଠକେଇର ଶିକାର ହେଲେ ଉଚ୍ଚ ଶିକ୍ଷିତା ମହିଳା ଅଧିକାରୀ, ହରାଇଲେ ୩ ଲକ୍ଷ ୩୯ହଜାର

ଭୁବନେଶ୍ୱର: ଅନେକ ସମୟରେ ଜନସାଧାରଣ ସାଇବର ଠକେଇର ଶିକାର ହେଉଥିବା ନଜର ଆସିଛି । ଚୋର ଠାରୁ ପୋଲିସ ଯେତେ ଚାଲାକ୍‌…

2 hours ago