କ୍ରୀଡା

WTC ୨୦୨୩ ଫାଇନାଲରେ ହାରିଲା ଭାରତ, ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଟାଇଟଲ ଜିତିଲା ଅଷ୍ଟ୍ରେଲିଆ

WTC ୨୦୨୩ ଫାଇନାଲରେ ହାରିଲା ଭାରତ । ୨୦୯ ରନରେ ଜିତି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଟାଇଟଲ ଜିତିଲା ଅଷ୍ଟ୍ରେଲିଆ । ଦ୍ୱିତୀୟ ଇନିଂସରେ ଭାରତକୁ ୪୪୪ ରନର ଟାର୍ଗେଟ ଦେଇଥିଲା ଅଷ୍ଟ୍ରେଲିଆ । ଶେଷ ଦିନରେ ଭାରତ ମାତ୍ର ୨୩୪ ରନ କରି ଅଲଆଉଟ୍‌ ହୋଇଥିଲା । ଫଳରେ କଙ୍ଗାରୁ ଟିମ ଦ୍ୱିତୀୟ ଥର ପାଇଁ WTC ଫାଇନାଲ ଟାଇଟଲ ହାସଲ କରିଛି ।

ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୬୯ ରନ୍‌ କରିଥିବା ବେଳେ ଭାରତ ୨୯୬ ରନ୍‌ କରିଥିଲା । ଗତକାଲି ଚତୁର୍ଥ ଦିନରେ ଅଷ୍ଟ୍ରେଲିଆ ୮ ୱିକେଟ୍‌ ହରାଇ ୨୮୦ ରନ୍‌ କରିବା ପରେ ଇନିଂସ ଘୋଷଣା କରିଥିଲା । ପରେ ଭାରତ ଦ୍ୱିତୀୟ ଇନିଂସରେ ୨୩୪ ରନ୍‌ କରି ଅଲଆଉଟ୍‌ ହୋଇଥିଲା । ଦ୍ୱିତୀୟ ଇନିଂସରେ ଭାରତର ସବୁଠାରୁ ଅଧିକ ରନ୍‌ ବିରାଟ କୋହଲି(୪୯) ରନ୍‌ ହିଁ କରିଥିଲେ । ସେହିପରି ରାହାଣେ ୪୬ ରନ୍‌, ରୋହିତ ଶର୍ମା ୪୩ ରନ୍‌, ପୂଜାରା ୨୭ ରନ୍‌, ଶୁବମନ ଗିଲ୍‌ ୧୮ ରନ୍‌, କେଏସ ଭରତ ୨୩ ରନ୍‌, ମହମ୍ମଦ ସାମି ୧୩ ରନ, ଜାଡେଜା ୦, ଉମେଶ ଯାଦବ ୧, ସିରାଜ ୧ ରନ୍‌ କରି ଅଲଆଉଟ୍‌ ହୋଇଥିଲେ ।

Swagatika

Recent Posts

ଏଲନ୍‌ ମସ୍କଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ଭାରତରେ ବ୍ୟାନ୍‌ କଲେ ୨ ଲକ୍ଷରୁ ଅଧିକ X ଆକାଉଣ୍ଟ, ହେଉଥିଲା ଘୃଣ୍ୟ କାର୍ଯ୍ୟ

ଏଲନ୍ ମସ୍କଙ୍କ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ‘X’ ଭାରତରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । X କର୍ପ ଏପ୍ରିଲ…

14 seconds ago

ସ୍କୁଲ ଛୁଟି ନିଷ୍ପତ୍ତି ବଦଳିଲା, ସ୍ଥାନୀୟ ପାଣିପାଗ ଦେଖି ନିଷ୍ପତ୍ତି ନେବେ ଜିଲ୍ଲାପାଳ

ଭୁବନେଶ୍ୱର(କେନ୍ୟୁଜ୍‌): ସ୍କୁଲ ଛୁଟି ନିଷ୍ପତ୍ତି ନେବେ ଜିଲ୍ଲାପାଳ । ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ…

26 mins ago

ବିବାହ ପୂର୍ବରୁ ଶାଶୁଘର ଲୋକଙ୍କ ସହ ନଜର ଆସିଲେ ସୋନାକ୍ଷୀ, ଭାଇରାଲ ହେଉଛି ଫଟୋ

ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି । ରକୁଲ ପ୍ରୀତ ସିଂ, କ୍ରିତି ଖରବନ୍ଦା…

31 mins ago

ଦାର୍ଜିଲିଂ ଟ୍ରେନ ଟ୍ରାଜେଡି : ୧୫ରେ ପହଞ୍ଚିଥିଲା ମୃତକଙ୍କ ସଂଖ୍ୟା, ୧୯ଟି ଟ୍ରେନ ବାତିଲ, ମାନବୀୟ ତ୍ରୁଟିରୁ ଦୁର୍ଘଟଣା

ପଶ୍ଚିମବଙ୍ଗ ଦାର୍ଜିଲିଂରେ ହୋଇଥିବା ରେଳ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇଥିବା…

32 mins ago

ଟ୍ରେନ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ବର୍ଗକୁ ସାନ୍ତ୍ୱନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍‌): ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ । ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି…

38 mins ago

ଗୃହମନ୍ତ୍ରୀ ଅମିତ୍‌ ଶାହଙ୍କୁ ଭେଟିଲେ ଗୌତମ ଗମ୍ଭୀର, ଲୋକସଭା ନିର୍ବାଚନରେ ବିଜୟ ପାଇଁ ଜଣାଇଲେ ଶୁଭେଚ୍ଛା

ଟିମ୍‌ ଇଣ୍ଡିଆର ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର ବର୍ତ୍ତମାନ ଚର୍ଚ୍ଚାରେ । ଗମ୍ଭୀରଙ୍କ ମେଣ୍ଟରଶିପ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (KKR)…

55 mins ago