ଭାରତୀୟ କ୍ରିକେଟ ଟିମ ନ୍ୟୁଜିଲାଣ୍ଡ ବିପକ୍ଷରେ ବିଶ୍ବ ଟେଷ୍ଟ ଚାମ୍ପିଅନସିପ ଫାଇନାଲ ମ୍ୟାଚ ଖେଳିବା ପାଇଁ ଇଂଲଣ୍ଡରେ ପହଞ୍ଚି ୩ ଦିନ କ୍ବାରେଣ୍ଟାଇନରେ ରହିଥିଲା। ଆଜି ୩ୟ ଦିନରେ ଅଭ୍ଯାସ ଜାରି କରିଛି। ଆଉ ଅଭ୍ଯାସ କରିବା ପାଇଁ ଅଲଗା ଅଲଗା ସମୟରେ ଜିମ୍ ଏବଂ ପଡିଆକୁ ଯିବାକୁ ଅନୁମତି ମିଳିଛି।
ସିନିଅର ବ୍ଯାଟସମ୍ଯାନ ଚେତେଶ୍ବର ପୂଜାରା ‘ଇନଷ୍ଟାଗ୍ରାମ ଷ୍ଟୋରୀ’ରେ ନିଜର ଜଗିଂର ଏକ ଭିଡିଓ ଅପଲୋଡ କରିଛନ୍ତି। ଜୁନ ୧୮ ରୁ ୨୨ ତାରିଖ ଯାଏଁ ସାଉଥଆମ୍ପଟନରେ ଖେଳାଯିବ ବିଶ୍ବ ଟେଷ୍ଟ ଚାମ୍ପିୟନସିପ୍ ଫାଇନାଲ ମ୍ୟାଚ । ଏ ନେଇ ଉଭୟ ଟିମ ରଣନୀତି ପ୍ରସ୍ତୁତି କରିବାରେ ଲାଗିପଡିଛନ୍ତି । WTC ଫାଇନାଲ ପରେ ଇଂଲଣ୍ଡ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ ଟିମ ଇଣ୍ଡିଆ ।
ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…
ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…
ବାଲେଶ୍ଵର : ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…
ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…
ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…
ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…