ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ । ଯାଜପୁରର ୭-୮ ଭକ୍ତ ଆକ୍ରମଣ କରିଥିବା ସିଂହଦ୍ୱାର ଥାନାରେ ଲିଖିତ ଅଭିଯୋଗ । ଅତିଥିଙ୍କ ସହ ବଳପୂର୍ବକ ସିଂହଦ୍ୱାର ବ୍ୟାରିକେଡ ଦେଇ ପ୍ରବେଶ ଉଦ୍ୟମ ବେଳେ ବାରଣ କରିବାରୁ ଆକ୍ରମଣ କରିଥିବା ଅଭିଯୋଗ ।
ମେଷ: ଆଜି ଆପଣଙ୍କ ମନୋବଳ ଦୃଢ଼ ହେବ । ଯେଉଁମାନେ ରାଜନୀତିରେ କାର୍ଯ୍ୟ କରୁଛନ୍ତି, ସେମାନଙ୍କ ପ୍ରଭାବ ଚାରିଆଡେ ବ୍ୟାପିବ।…
ଭଦ୍ରକ( କେନ୍ୟୁଜ୍): ବିଲ ମଝିରେ ପଡ଼ି ରହିଛି ମୃତଦେହ । ରୁଣ୍ଡ ହୋଇଛନ୍ତି ଲୋକେ । ଆଉ ସ୍ତ୍ରୀର ଶବ…
ପୁରୀ(କେନ୍ୟୁଜ୍): ଜୁଲାଇ ୮ରେ ଖୋଲିବନି ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର । ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବା ବିଷୟରେ…
ଭଦ୍ରକ (କେନ୍ୟୁଜ୍): ଦୀର୍ଘ ବର୍ଷ ପରେ ଖୋଲିଲା ଭଦ୍ରକ ଜିଲ୍ଲା ବସ ସିଣ୍ଡିକେଟ । ପ୍ରଶାସନିକ ଅଧିକାରୀ ଓ ପୋଲିସ…
ଭୁବନେଶ୍ୱର(କେନ୍ୟୁଜ୍): ନନ୍ଦନକାନନ ବୁଲିଲେ ନୂଆ ମନ୍ତ୍ରୀ । ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ…
ଭୁବନେଶ୍ୱର(କେନ୍ୟୁଜ୍): ନବୀନ ପଟ୍ଟନାୟକ ହେଲେ ବିଧାନସଭାରେ ବିରୋଧୀ ଦଳ ନେତା । ଶଙ୍ଖ ଭବନରେ ବସିଥିବା ବିଧାୟକ ଦଳ ବୈଠକରେ…