Below header

୧୦ ଫୁଟ ଲମ୍ବର ଅଜଗର ଉଦ୍ଧାର

୧୦ ଫୁଟ ଲମ୍ବର ଅଜଗର ଉଦ୍ଧାର । ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଳକ ଜଳେଶ୍ବରପୁର ଗାଁର ଏକ ଚୂଆରୁ ସାପଟିକୁ ଉଦ୍ଧାର କରାଯାଇଛି ।

୧୦ ଫୁଟ ଲମ୍ବର ଅଜଗର ଉଦ୍ଧାର । ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଳକ ଜଳେଶ୍ବରପୁର ଗାଁର ଏକ ଚୂଆରୁ ସାପଟିକୁ ଉଦ୍ଧାର କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ସାପଟି ଚୂଆ ଭିତରେ ପଶିଥିବା ଦେଖି ସାପକୁ ଉଦ୍ଧାର କରି ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଜଳେଶ୍ବର ବନବିଭାଗ ଘଟଣା ସ୍ଥଳରେ ପହଞ୍ଚି ସାପ ଟିକୁ ଉଦ୍ଧାର କରିଥିଲା । ସାପକୁ ଦେଖିବାକୁ ସ୍ଥାନୀୟ ଲୋକଙ୍କ ଗହଳି ଲାଗିଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.