ରାଜ୍ୟ

ପ୍ରବଳ କୁହୁଡି ଯୋଗୁ ବାଘାମାରୀ ନିକଟରେ ଓଲଟିଲା ଯାତ୍ରିବାହୀ ବସ୍‌, ୧୦ରୁ ଊର୍ଦ୍ଧ୍ୱ ଆହତ

ବେଗୁନିଆ(କେନ୍ୟୁଜ୍): ଓଲଟିଲା ଯାତ୍ରିବାହୀ ବସ୍‌ । ଦୁର୍ଘଟଣାରେ ୧୦ରୁ ଊର୍ଦ୍ଧ୍ୱ ଆହତ । ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥ ବାଘାମାରୀ ନିକଟରେ ପ୍ରବଳ କୁହୁଡି ଯୋଗୁ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ସ୍ଥାନୀୟ ଲୋକ ଓ ପୋଲିସ୍‌ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

ବସ୍‌ଟି ବଲାଙ୍ଗିରରୁ ଭୁବନେଶ୍ୱର ଆସୁଥିବା ବେଳେ ପ୍ରବଳ କୁହୁଡି ଯୋଗୁ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଆହତଙ୍କୁ ଖୋର୍ଦ୍ଧା ଜିଲ୍ଲା ହସପିଟାଲରେ ଭର୍ତ୍ତି କରାଯାଇଛି । ସେଥିମଧ୍ୟରୁ ୨ ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ଗାଡି କାଚ ଭାଙ୍ଗି ୪୦ରୁ ଉର୍ଦ୍ଧ୍ୱ ଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରଯାଇଛି । ଦୁର୍ଘଟଣା ଘଟିବା ପରେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଛି ।

Sonalisa

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

5 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

24 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

32 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

49 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago