ଭାରସାମ୍ୟ ହରାଇ ଡିଭାଇଡରରେ ପିଟିହେଲା ବୋଲେରୋ, ୧୦ ଗୁରୁତର

ଭାରସାମ୍ୟ ହରାଇ ଡିଭାଇଡରରେ ପିଟିହେଲା ବୋଲେରୋ । ସୁନ୍ଦରଗଡ଼ ଜିଲ୍ଲା ଚାନ୍ଦିପୋଷ ଥାନା ଅନ୍ତର୍ଗନ୍ତ ୧୪୩ ନମ୍ବର ଜାତୀୟ ରାଜପଥ ଧାନ ଘର ନିକଟରେ ଏହି ଦୁର୍ଘଟଣା ଘଟିଛି । ସମସ୍ତ ଗୁରୁତର ଆହତ ରାଉରକେଲା ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ବାଲେଶ୍ବରରୁ ରାଉରକେଲା ଯାଉଥିଲା ବୋଲେରୋ ।

ବଣାଇ (କେନ୍ୟୁଜ): ମର୍ମନ୍ତୁଦ ଦୁର୍ଘଟଣା, ୧୦ ଗୁରୁତର । ଭାରସାମ୍ୟ ହରାଇ ଡିଭାଇଡରରେ ପିଟିହେଲା ବୋଲେରୋ । ସୁନ୍ଦରଗଡ଼ ଜିଲ୍ଲା ଚାନ୍ଦିପୋଷ ଥାନା ଅନ୍ତର୍ଗନ୍ତ ୧୪୩ ନମ୍ବର ଜାତୀୟ ରାଜପଥ ଧାନ ଘର ନିକଟରେ ଏହି ଦୁର୍ଘଟଣା ଘଟିଛି । ସମସ୍ତ ଗୁରୁତର ଆହତ ରାଉରକେଲା ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ବାଲେଶ୍ବରରୁ ରାଉରକେଲା ଯାଉଥିଲା ବୋଲେରୋ ।

ସୂଚନା ଅନୁସାରେ ଆଜି ସକାଳେ ବାଲେଶ୍ବରରୁ ରାଉରକେଲା ଅଭିମୁଖେ ଯାଉଥିଲା ବୋଲେରୋ । ଧାନ ଘର ନିକଟରେ ବୋଲେରୋଟି ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଥିଲା। ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ରାଉରକେଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଡ୍ରାଇଭରର ଆଖି ଲାଗିଯିବା ଯୋଗୁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.