ଝାରସୁଗୁଡ଼ା (କେନ୍ୟୁଜ୍) : ମାତିଲେ ଲୁଟେରା । ବନ୍ଧୁକ ଦେଖାଇ ୧୦ ଲକ୍ଷ ଲୁଟ୍ । ଝାରସୁଗୁଡ଼ା ବାଇପାସ ନିଟକ ସ୍ରେୟା ଟ୍ରେଡର୍ସ ଚାଉଳ ଗୋଦାମରୁ ବନ୍ଧୁକ ଦେଖାଇ ୧୦ ଲକ୍ଷ ଟଙ୍କା ଲୁଟିଛନ୍ତି ୩ ଦୁର୍ବୃତ୍ତ । ସୂଚନା ମୁତାବକ ବାଇକରେ ୩ ଜଣ ଯୁବକ ଆସି କାଉଁଟରରେ ବସିଥିବା ମାଲିକ ଶଙ୍କର କେଡିଆଙ୍କୁ ବନ୍ଧୁକ ଦେଖାଇ କାଉଁଟରରେ ଥିବା ୧୦ ଲକ୍ଷ ଟଙ୍କା ନେଇ ଛୁ ମାରିଥିଲେ । ଏ ନେଇ ଅଭିଯୋଗ ପରେ ଝାରସୁଗୁଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତନାଘନା ଚଳାଇଛି ।
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…