ଭୁବନେଶ୍ୱର ଚାଲାଣ ହେଉଥିବାବେଳେ ୧୦ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ୨ ଗିରଫ

ଜଳେଶ୍ୱର(କେନ୍ଯୁଜ୍): ୧୦ ଲକ୍ଷ ଟଙ୍କାର ବ୍ରାଉନସୁଗର । ଜଳେଶ୍ୱର ଥାନା ମହମ୍ମଦନଗର ପାଟଣା ରାସ୍ତାରୁ ୧୦୫ ଗ୍ରାମର ବ୍ରାଉନସୁଗର ଜବତ କରିଛି ପୋଲିସ । ଭୁବନେଶ୍ୱର ଚାଲାଣ ହେଉଥିବାବେଳେ ପୋଲିସ ଚଢାଉ କରିଥିଲା।

ବ୍ରାଉନସୁଗର କାରବାରରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରିବା ସହ ଗୋଟିଏ ବାଇକ୍‌ ଜବତ ହୋଇଛି। ଗିରଫ ଦୁଇଜଣ ଭୁବନେଶ୍ୱରର ବୋଲି ଜଣାପଡିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.