ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଖୋଲିବ ଆଉ ୧୦ ନର୍ସିଂ ସ୍କୁଲ। ୧୦ ଜିଲ୍ଲାରେ ୧୦ ଟି ନର୍ସିଂ ସ୍କୁଲ ଖୋଲିବ। ୬୦ ସିଟ୍ ବିଶିଷ୍ଟ ରହିବ ନର୍ସିଂ ସ୍କୁଲ। ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ସୂଚନା ଦେଇଛମନ୍ତି।
ସ୍ୱାସ୍ଥ୍ୟ ସେବାର ଭିତ୍ତିଭୂମିର ବିକାଶ ପାଇଁ ଏହି ସ୍କୁଲ ଗୁଡିକ ସ୍ଥାପନ ହେବ। ମୁଖ୍ୟମନ୍ତ୍ରୀଙ୍କ ତତ୍ତ୍ୱାବଧାନରେ ସ୍କୁଲ ସ୍ଥାପନ କରାଯିବ। ଝାରସୁଗୁଡ଼ା ଜିଲ୍ଲାରେ ଚଳିତ ବର୍ଷ କାର୍ଯ୍ୟକ୍ଷମ ହେବ ହାର୍ଟ ହସ୍ପିଟାଲ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି।
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…