ଘଟଗାଁ(କେନ୍ୟୁଜ୍): କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ପୋଇଜାମୁଲା ଛକ ନିକଟରେ ଟ୍ରକ ସହ ବସ ମୁହାଁମୁହିଁ ଧକ୍କା ହେବାରୁ ୧୦ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ୫ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ ମା’ ଦୁର୍ଗା ନାମକ ଏକ ଘରୋଇ ବସ ୩୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ନେଇ ଯାଜପୁରରୁ କରଞ୍ଜିଆ ଆଭିମୁଖେ ଯାଉଥିବା ବେଳେ ଘଟଗାଁ ଥାନା ଅନ୍ତର୍ଗତ ପୋଇଜାମୁଳା ନିକଟରେ ଏକ ଟ୍ରକ ସହ ମୁହାଁମୁହିଁ ଧକା ହୋଇଥିଲା । ଫଳରେ ଉଭୟ ଟ୍ରକ ଓ ବସ ରାସ୍ତା ତଳକୁ ଓଲଟି ପଡିଥିଲା। ସମସ୍ତ ଆହତ ମାନଙ୍କୁ ୧୦୮ ଆମ୍ବୁଲାନ୍ସ ଓ ଅଗ୍ନିଶମ ବାହିନୀ ଉଦ୍ଧାର କରି ଚିକିତ୍ସା ପାଇଁ ଘଟଗାଁ ମେଡିକାଲରେ ଭର୍ତ୍ତି କରାଇଛନ୍ତି।
ଭୁବନେଶ୍ୱର : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…
ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…
ରାଜଧାନୀ ଦିଲ୍ଲୀର ପ୍ରେମ୍ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…
ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…
ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…
ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…