ଭଞ୍ଜନଗର(କେନ୍ଯୁଜ୍): ବିଷାକ୍ତ ଛତୁ ଖାଇ ୧୦ ଗୁରୁତର। ଏମାନଙ୍କୁ ଗୁରୁତର ଅବସ୍ଥାରେ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ମୁତାବକ ସମସ୍ତ ଗୁରୁତର ବ୍ଯକ୍ତି ଢନାରଡା ଗାଁ ସମେତ ଗାଙ୍ଗପୁରା ଥାନା ଅନ୍ତର୍ଗତ ଶିଆରିମାଳ ନିକଟସ୍ଥ ନୂଆଗାଁର ବୋଲି ସୂଚନା ମିଳିଛି।
ରିପୋର୍ଟ ଅନୁଯାୟୀ ସମସ୍ତ ଗୁରୁତର ଗତକାଲି ରବିବାର ରାତିରେ ଛତୁ ଖାଇ ଅସୁସ୍ଥ ହୋଇଥିବାରୁ ସେମାନଙ୍କୁ ବିଳମ୍ବିତ ରାତିରେ ଭଞ୍ଜନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଛତୁରେ ବିଷକ୍ରିୟା ଜନିତ କାରଣରୁ ସମସ୍ତ ଅସୁସ୍ଥ ହୋଇଥିବା ଡାକ୍ତରଖାନା ପକ୍ଷରୁ ସୂଚନା ମିଳିଛି। ତେବେ ସମସ୍ତଙ୍କ ସ୍ବାସ୍ଥ୍ଯବସ୍ଥା ସ୍ଥିର ରହିଥିବା ବେଳେ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଧିକାରୀଙ୍କ ସୂତ୍ରରୁ ଜଣାପଡିଛି।
ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…
କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…
ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ । ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ । ଭୁବନେଶ୍ବର ତମାଣ୍ଡୋରେ…
ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…
ଶ୍ରୀନଗର: ଆଜି ବିଶ୍ୱ ପାଳୁଛି ଅନ୍ତର୍ଜାତୀୟ ଯୋଗ ଦିବସ। ପ୍ରତିବର୍ଷ ଜୁନ ୨୧ରେ ପାଳିତ ହେଉଛି ଏହି ଦିବସ ।…