ପଟ୍ଟାମୁଣ୍ଡାଇ(କେ ନ୍ୟୁଜ): ଭୋଜି ଖାଇ ୧୦୦ ଜଣ ଅସୁସ୍ଥ ହୋଇପଡିଛନ୍ତି । କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ବ୍ଳକ କେରଡାଗଡ ଗାଁରେ ବରଯାତ୍ରୀ ଭୋଜି ଖାଇ ୧୦୦ ଜଣ ଅସୁସ୍ଥ ହୋଇଛନ୍ତି । ଗତକାଲି ଗାଁର ଜଣେ ବ୍ୟକ୍ତିଙ୍କ ବାହାଘର ଥିଲା। ତାଙ୍କର ବରଯାତ୍ରୀ ହୋଇ ମାଟିଆ ଗାଁକୁ ଯାଇଥିଲେ ଗ୍ରାମବାସୀ ।
ସୂଚନା ଅନୁଯାୟୀ ସେଠାରେ ଭୋଜି ଖାଇବା ପରେ ହଠାତ୍ ଅସୁସ୍ଥ ହୋଇପଡିଥିଲେ ବରଯାତ୍ରୀ । ଅସୁସ୍ଥଙ୍କୁ ପଟ୍ଟାମୁଣ୍ଡାଇ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗୁରୁତରଙ୍କୁ କେନ୍ଦ୍ରାପଡା ମେଡିକାଲ ସ୍ଥାନାନ୍ତର କରାଯାଇଛି ।
ଭୁବନେଶ୍ୱର(କେନ୍ୟୁଜ୍): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…
ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…
ଏଲନ୍ ମସ୍କଙ୍କ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ‘X’ ଭାରତରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । X କର୍ପ ଏପ୍ରିଲ…
ଭୁବନେଶ୍ୱର(କେନ୍ୟୁଜ୍): ସ୍କୁଲ ଛୁଟି ନିଷ୍ପତ୍ତି ନେବେ ଜିଲ୍ଲାପାଳ । ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ…
ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି । ରକୁଲ ପ୍ରୀତ ସିଂ, କ୍ରିତି ଖରବନ୍ଦା…
ପଶ୍ଚିମବଙ୍ଗ ଦାର୍ଜିଲିଂରେ ହୋଇଥିବା ରେଳ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇଥିବା…