ସମ୍ବଲପୁର(କେନ୍ୟୁଜ୍): ସମ୍ବଲପୁରରୁ ବିରାଟ ଅଜଗର ଉଦ୍ଧାର। ଅଇଁଠାପାଲି ଛକ ନିକଟ ବାଟମଙ୍ଗଳା ମନ୍ଦିର ଆଗରୁ ଏହି ଅଜଗର ସାପକୁ ଉଦ୍ଧାର କରାଯାଉଥିଲା। ରାସ୍ତା ପାର ହେଉଥିବା ବେଳେ ଦୁଇ ଜଣ ବାଇକ୍ ଆରୋହୀ ସାପଟିକୁ ଦେଖିଥିଲେ। ଏହାପରେ ସାପଟିକୁ ବନ ବିଭାଗକୁ ହସ୍ତାନ୍ତର କରାଯାଇଥିଲା। ଉଦ୍ଧାର ସାପର ଲମ୍ବ ପ୍ରାୟ ୧୦ଫୁଟ୍ ହେବ।
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…