Below header

ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳ, ୧୧ ଜଣଙ୍କୁ କ୍ୟାବିନେଟ୍‌ ମନ୍ତ୍ରୀ ଏବଂ ୯ ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱ

ଭୁବନେଶ୍ବର(କେନ୍ୟୁଜ୍): ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳରେ ୧୧ ଜଣଙ୍କୁ କ୍ୟାବିନେଟ୍‌ ମନ୍ତ୍ରୀ ଏବଂ ୯ ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱ ମିଳିଛି । ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବିକ୍ରମ କେଶରୀ ଆରୁଖ, ପ୍ରଫୁଲ୍ଲ ମଲ୍ଲିକ, ନିରଞ୍ଜନ ପୂଜାରୀ, ପଦ୍ମନାଭ ବେହେରା, ପ୍ରତାପ ଜେନା, ଅରୁଣ ସାହୁ, ସୁଦାମ ମାରଣ୍ଡି, ସୁଶାନ୍ତ ସିଂ, ନବଦାସ, ଏବଂ ଟୁକୁନି ସାହୁଙ୍କୁ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଛି । ସେହିଭଳି ୯ ରାଷ୍ଟ୍ରମନ୍ତ୍ରୀ ହେଉଛନ୍ତି ଅଶୋକ ଚନ୍ଦ୍ର ପଣ୍ଡା, ସମୀର ଦାସ, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଦିବ୍ୟ ଶଙ୍କର ମିଶ୍ର,ପ୍ରେମାନନ୍ଦ ନାୟକ, ରଘୁନନ୍ଦନ ଦାସ, ପଦ୍ମିନି ଦିଆନ୍‌, ତୁଷାର କାନ୍ତି ବେହେରା, ଏବଂ ଜଗନ୍ନାଥ ସାରକା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.