ଭୁବନେଶ୍ୱର(କେନ୍ୟୁଜ୍): ପୁଣି ଚର୍ଚ୍ଚାକୁ ଆସିଲେ ଅଟୋ ଚାଳକ ଟୁଙ୍ଗୁରୁ ଭୋଳ । ପୂର୍ବରୁ ପରକୀୟା ପ୍ରୀତି ଅଭିଯୋଗରେ ଚର୍ଚ୍ଚାରେ ରହିଥିବା ବେଳେ ଏବେ ଚୋରା ଚାଲାଣ ମାମଲାରେ ସାମ୍ନାକୁ ଆସିଛନ୍ତି । ଗିରଫ ହୋଇଛନ୍ତି ଟୁଙ୍ଗୁରୁ ଭୋଳ ।
ଭୁବନେଶ୍ୱରରୁ ଏକ କୋଟି ଟଙ୍କାର ଲୁହା ପାଇପ ଚୋରା ଚାଲାଣ ମାମଲାରେ ଟୁଙ୍ଗୁରୁ ଭୋଳ ସମେତ ୧୧ ଗିରଫ ହୋଇଛନ୍ତି। ରାଜ୍ୟ ବାହାରକୁ ଏମାନେ ଲୁହା ପାଇପ ଚାଲାଣ କରୁଥିଲେ। ଟୁଙ୍ଗୁରୁ ନିଜ ଅଟୋରେ ଚୋରା ଲୁହା ପରିବହନ କରୁଥିଲା। ଏହି ଗ୍ୟାଙ୍ଗ ଲୁହା ଚୋରି କରି ତାକୁ ତରଳାଇ ଅନ୍ୟ ରାଜ୍ୟକୁ ପଠାଉଥିଲେ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…