Categories: ରାଜ୍ୟ

୧୧ ବର୍ଷରେ ପାଦ ଥାପିଲା କମିଶନରେଟ୍‌ ପୋଲିସ , ଆଗକୁ ରହିଛି ଅନେକ ଚ୍ୟାଲେଞ୍ଜ

ଭୁବନେଶ୍ବର(କେନ୍ୟୁଜ୍) : ୧୧ ବର୍ଷରେ ପାଦ ଥାପିଲା କମିଶନରେଟ୍‌ ପୋଲିସ। ଏହି ୧୦ ବର୍ଷ ଭିତରେ ଅନେକ ଘାତ ପ୍ରତିଘାତ ଦେଇ ଗତି କରିଛି । ଅନେକ ସଫଳତା ମଧ୍ୟ ହାସଲ କରିଛି। ଆଗକୁ ରହିଛି ଅନେକ ଚ୍ୟାଲେଞ୍ଜ। ବିଶେଷକରି ଫୋକସ୍‌ରେ ରହିଛନ୍ତି ବସ୍ତିର ଯୁବପିଢୀ ଓ ସ୍କୁଲ କାର‌୍ୟ୍ୟକ୍ରମ। କମିଶନରେଟ୍‌ ପୋଲିସ ପକ୍ଷରୁ ଜାରି ରହିଥିବା ସ୍ପେସାଲ ଡ୍ରାଇଭ ଜାରି ରହିବ ବୋଲି ପୋଲିସ କମିଶନର ସତ୍ୟଜିତ୍‌ ମହାନ୍ତି ସୂଚନା ଦେଇଛନ୍ତି।

KNews Bureau

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

5 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

8 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

8 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

8 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

10 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

11 hours ago