ରାଜ୍ୟ

ଜାଡ଼ରେ ଥରୁଛି ସାରା ଓଡ଼ିଶା, ୧୨ଡିଗ୍ରୀ ସେଲ୍‌ସିୟସ ତଳେ ୧୨ଟି ସହରର ତାପମାତ୍ରା

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ଜାରି ରହିଛି ଅସହ୍ୟ ଶୀତ। ଜା଼ଡ଼ରେ ଥରୁଛି ସାରା ଓଡ଼ିଶା। ୧୨ଡିଗ୍ରୀ ସେଲ୍‌ସିୟସ ତଳେ ୧୨ଟି ସହରର ତାପମାତ୍ରା ରହିଛି। ସର୍ବନିମ୍ନ ୭ଡିଗ୍ରୀ ତାପମାତ୍ରା ସହ ଫୁଲବାଣୀ ରାଜ୍ୟର ସବୁଠାରୁ ଥଣ୍ଡା ସହରର ପାଲଟିଛି। ଗତ ୨୪ ଘଣ୍ଟାରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ରାତିର ତାପମାତ୍ରା ଖସୁଥିବା ବେଳେ ଉପକୂଳ ଓଡ଼ିଶାରେ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟୁଛି। ଆଗାମୀ ୫ଦିନ ଯାଏ ପାଗ ମୁଖ୍ୟତଃ ଶୁଖିଲା ରହିବ।

ରାଜ୍ୟକୁ କ୍ରମାଗତ ଭାବେ ଉତ୍ତର ପଶ୍ଚିମ ତଥା ଉତ୍ତର ଦିଗରୁ ପ୍ରବେଶ କରୁଥିବା ଥଣ୍ଡା ଏବଂ ଶୁଷ୍କ ବାୟୁ ପ୍ରଭାବରେ ରାତିର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାତିର ତାପମାତ୍ରା ସ୍ୱାଭାବିକ ତାପମାତ୍ରା ଠାରୁ ୨ରୁ ୪ଡିଗ୍ରୀ ଯାଏ କମିବାର ସମ୍ଭାବନା ରହିଛି। ଆଗାମୀ ୪ରୁ ୫ଦିନ ଶୀତର ପ୍ରକୋପ ଲାଗି ରହିବ।

 

KNews Bureau

Recent Posts

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

37 mins ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

59 mins ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

1 hour ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

1 hour ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

2 hours ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

2 hours ago