ଲଗାଣ ବର୍ଷା ଯୋଗୁ ୧୨ ଜିଲ୍ଲାରେ ୨ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା, ଆଜି ଓ ଆସନ୍ତାକାଲି ବନ୍ଦ ରହିବ ସ୍କୁଲ

ଭୁବନେଶ୍ବର(କେନ୍ଯୁଜ):  ରାଜ୍ଯରେ ଲାଗି ରହିଛି ପ୍ରବଳ ବର୍ଷା। ପିଲାଙ୍କ ପ୍ରତି ସଚେତନ ହୋଇ ୧୨ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଲଗାଣ ବର୍ଷା ଯୋଗୁ ୧୨ ଜିଲ୍ଲାରେ ୨ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆଜି ଓ ଆସନ୍ତାକାଲି ପାଇଁ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ।

ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ନୟାଗଡ଼, ସମ୍ବଲପୁର, ବରଗଡ଼, ଦେବଗଡ଼, ସୋନପୁର ଓ ଅନୁଗୁଳରେ ସ୍କୁଲ ଛୁଟି ରହିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.