Below header

ଜିଲ୍ଲା ମାନ୍ୟତା ଦାବିରେ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ଟାୟାର ଜାଳି ରାସ୍ତା ଅବରୋଧ

୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ। କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି କରି ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି ।

କଣ୍ଟାବାଞ୍ଜି(କେନ୍ୟୁଜ୍): ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ। କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି କରି ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ପ୍ରଭାବରେ ଦୋକନ, ବାଜର ବନ୍ଦ ରହିବା ସହ ଗାଡି ମୋଟର ଚଲାଚଳ ଠପ୍‌ ହୋଇଯାଇଛି ।

ସଂଘର୍ଷ ସମିତି କର୍ମୀମାନେ ରାସ୍ତା ଉପରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି । ସମସ୍ତ ସରକାରୀ ବେସରକାରୀ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିଛି । ଦାବିକୁ ସମର୍ଥନ କରି ସହରର ବିଭିନ୍ନ ବ୍ୟାବସାୟିକ ଅନୁଷ୍ଠାନ ସମର୍ଥନ ଜଣାଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.