କଣ୍ଟାବାଞ୍ଜି(କେନ୍ୟୁଜ୍): ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ। କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି କରି ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ପ୍ରଭାବରେ ଦୋକନ, ବାଜର ବନ୍ଦ ରହିବା ସହ ଗାଡି ମୋଟର ଚଲାଚଳ ଠପ୍ ହୋଇଯାଇଛି ।
ସଂଘର୍ଷ ସମିତି କର୍ମୀମାନେ ରାସ୍ତା ଉପରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି । ସମସ୍ତ ସରକାରୀ ବେସରକାରୀ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିଛି । ଦାବିକୁ ସମର୍ଥନ କରି ସହରର ବିଭିନ୍ନ ବ୍ୟାବସାୟିକ ଅନୁଷ୍ଠାନ ସମର୍ଥନ ଜଣାଇଛନ୍ତି ।
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…
ଭୁବନେଶ୍ୱର(କେନ୍ୟୁଜ୍): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…
ଭଦ୍ରକ (କେନ୍ୟୁଜ୍): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…
ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…