ରାଜ୍ୟ

କମେଣ୍ଟମରାକୁ କେନ୍ଦ୍ରକରି ବୋମାମାଡ଼, ୧୨ ଆହତ

କମେଣ୍ଟମରାକୁ କେନ୍ଦ୍ରକରି ବୋମାମାଡ଼। ନୟାଗଡ଼ ଖଣ୍ଡପଡା ଥାନା କୁମ୍ଭାରପଡା ଗାଁରେ ଏହି ଘଟଣା ଘଟିଛି। ବୋମାମାଡ଼ରେ ୧୨ ଜଣ ଆହତ ହୋଇଛନ୍ତି। ଅଭିଯୋଗ ଅନୁଯାୟୀ, ରଂଜିତ ନାୟକ ଏବଂ ପଡୋଶୀ ଦୁଃଶାସନ ନାୟକଙ୍କ ମଧ୍ୟରେ ଦୀର୍ଘଦିନ ହେବ ଶତ୍ରୁତା ଲାଗି ରହିଥିଲା। ଆଜି ସକାଳେ ଦୁଃସାସନ ନାୟକ ରଂଜିତ ନାୟକଙ୍କୁ କମେଣ୍ଟ ମାରିଥିଲେ।

ଏଥିରେ ରଂଜିତ ରାଗିଯାଇ ବୋମାମାଡ଼ କରିଥିଲେ। ଏଥିରେ ୧୨ ଜଣ ଆହତ ହୋଇଥିବାବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ପ୍ରଥମେ ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖଣ୍ଡପଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଅଭିଯୁକ୍ତ ରଂଜିତ ନାୟକ ଘଟଣା ପରେ ଫେରାର ହୋଇଯାଇଛି।

Niharanjan

Recent Posts

ମୁହାଁମୁହିଁ ଧକ୍କା ହେଲା ମାଲବାହୀ ଟ୍ରେନ୍, ୨ ଲୋକୋ ପାଇଲଟ୍ ଗୁରୁତର

ପଞ୍ଜାବ : ମୁହାଁମୁହିଁ ଧକ୍କା ହେଲା ୨ ମାଲବାହୀ ଟ୍ରେନ୍ ।  ପଞ୍ଜାବ ଫତେଗଡ଼ ସାହିବ ନିକଟ ମାଧେପୁର ଠାରେ…

35 mins ago

ଜୟପୁର ସହରରେ ପଡିଛି ଡାଇମଣ୍ଡ ସର୍କସ: ଜୋକରର କମେଡି ସାଙ୍ଗକୁ ଆଫ୍ରିକାନ କଳାକାରଙ୍କ ଶୋ ଲୋକଙ୍କ ମନ ଜିଣୁଛି

ଜୟପୁର(କେନ୍ୟୁଜ୍‌): ଦିନ ଥିଲା ସର୍କସ ନା ଶୁଣିଲେ ମନରେ ଉତ୍ସାହ ଭରି ଉଠୁଥିଲା । ପିଲା ଠୁ ଟୋକା, ବୁଢା…

36 mins ago

ନିର୍ବାଚନୀ ପରବର୍ତ୍ତୀ ହିଂସା: ଇଭିଏମ ହେରଫେର ସନ୍ଦେହରେ ଗଣ୍ଡଗୋଳ ଅଭିଯୋଗ

ଯାଜପୁର (କେନ୍ୟୁଜ): ଯାଜପୁର ଜିଲ୍ଲା ଧର୍ମଶାଳାରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ସ୍ୱାଧୀନ ପ୍ରାର୍ଥୀ ସମର୍ଥକଙ୍କ ଲଙ୍କାକାଣ୍ଡ ଅଭିଯୋଗ । …

43 mins ago

Realme ଲଞ୍ଚ କଲା ବଢ଼ିଆ ଫୋନ, ଦାମ ସହ ଫିଚର୍ସ ରହିଛି ଦମଦାର

Realme ଏକ ବଜେଟ୍ ଫ୍ରେଣ୍ଡଲି ସ୍ମାର୍ଟଫୋନ୍ ଲଞ୍ଚ କରିଛି । Realmeର ଏହି ବଜେଟ୍ ସ୍ମାର୍ଟଫୋନ୍ ସି ସିରିଜରେ ଲଞ୍ଚ…

1 hour ago

ପଛପଟୁ ଧକ୍କା ଦେଲା ବାଇକ, ବୃଦ୍ଧଙ୍କ ମୃତ୍ୟୁ

କେନ୍ଦ୍ରାପଡା (କେନ୍ୟୁଜ): କେନ୍ଦ୍ରାପଡା କୁଦାନଗରି ଥାନା ଗୌଡଗାଁରେ ବାଇକ ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ନାଁ…

2 hours ago

ତପ୍ତପାଣି ଘାଟି ତଳକୁ ଖସିଲା ଟ୍ରକ, ଡ୍ରାଇଭର ମୃତ

ଦିଗପହଣ୍ଡି (କେନ୍ୟୁଜ): ତପ୍ତପାଣି ଘାଟିରେ ପୁଣି ଦୁର୍ଘଟଣା । ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ମାଲବାହୀ ଟ୍ରକ ।…

2 hours ago