ରାଜ୍ୟ

ପୁଣି ଆସ୍ବସ୍ତୀକର ଖବର ଦେଲା ସ୍ବାସ୍ଥ୍ୟ ବିଭାଗ,ରାଜ୍ୟରେ ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ

କେନ୍ୟୁଜ୍ (ବ୍ୟୁରୋ): ରାଜ୍ୟରେ ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ । ଗଞ୍ଜାମରୁ ସର୍ବାଧିକ ୩୩ ଜଣ ଆରୋଗ୍ୟ ହୋଇଛନ୍ତି । ଗଜପତିରୁ ୧୮, ସୋନପୁରରୁ ୧୩, ବାଲେଶ୍ୱରରୁ ୧୨ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ବଲାଙ୍ଗିର ଓ ଖୋର୍ଦ୍ଧାରୁ ୮ ଜଣ ଲେଖାଏ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ ୭, କଟକରୁ ୪, ଯାଜପୁର, ନୟାଗଡ଼ ଓ ନୂଆପଡ଼ରୁ ତିନି ଜଣ ଲେଖାଏ ଆରୋଗ୍ୟ ହୋଇଛନ୍ତି । ଢେଙ୍କନାଳ, ପୁରୀ ଓ ରାୟଗଡ଼ାରୁ ୨ ଜଣ ଓ କେନ୍ଦ୍ରାପଡ଼ା ଓ କଳାହାଣ୍ଡିରୁ ଜଣେ ଲେଖାଏ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟରେ ମୋଟ୍‌ ୨୫୯୪ ଜଣ ସୁସ୍ଥ ହୋଇ ସାରିଲେଣି ।

ସେହିଭଳି ଆଜି ରାଜ୍ୟରେ ସର୍ବାଧିକ ୨୨୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭୨୩ ଛୁଇଁଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ । ଏମାନଙ୍କ ମଧ୍ୟରୁ ୧୯୬ ଜଣ କ୍ଵାରିଣ୍ଟିଂନ ସେଣ୍ଟରର ଥିବା ବେଳେ ବାକି ୨୯ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାଯାଇଛି । ରାଜ୍ୟରେ ଏଯାବତ ୧୨୩୬ ଟି ଆକ୍ଟିଭ କେଶ ଥିବା ବେଳେ ୨୪୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।ଆଜି ୧୬ ଟି ଜିଲ୍ଲାରୁ ୨୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ସର୍ବାଧିକ ୯୨ ଜଣ ଅଛନ୍ତି । ସଂକ୍ରାମିତଙ୍କ ମଧ୍ୟରୁ ଜଗତସିଂହପୁରରୁ ୧୩ ଜଣ, ଖୋର୍ଦ୍ଧରୁ ୧୯ଜଣ, ନୟାଗଡରୁ ୭ ଜଣ, ଢେଙ୍କାନାଳରୁ ୭ ଜଣ ଅଛନ୍ତି । ଅନ୍ୟ ପକ୍ଷରେ ବାଲେଶ୍ଵରରୁ ୨ଜଣ, ଅନୁଗୁଳରୁ ଜଣେ , ଭଦ୍ରକ ଜିଲ୍ଲାରୁ ୫ଜଣ, କନ୍ଧମାଳରୁ ୧୫ଜଣ, କଳାହାଣ୍ଡିରୁ ୩ଜଣ ଅଛନ୍ତି । ଯେବେକି ଗଂଜାମ ଜିଲ୍ଲାରୁ ୨୦ଜଣ, ସୁନ୍ଦରଗଡରୁ ଜଣେ ଲେଖାଏଁ ଅଛନ୍ତି ।

KNews Bureau

Recent Posts

ସଂସଦ ଇତିହାସରେ ପ୍ରଥମ, ଲୋକସଭା ବାଚସ୍ପତି ପାଇଁ ପ୍ରଥମ ଥର ହେବ ନିର୍ବାଚନ

ନୂଆଦିଲ୍ଲୀ: ସଂସଦ ଇତିହାସରେ ପ୍ରଥମ । ଲୋକସଭା ବାଚସ୍ପତି ପାଇଁ ପ୍ରଥମ ଥର ହେବ ନିର୍ବାଚନ। ସ୍ପିକର ପଦ ପାଇଁ…

2 mins ago

କେରଳ ନୁହେଁ ଏବେ ‘କେରଳମ୍‌’…ବଦଳିପାରେ ରାଜ୍ୟର ନାଁ, ବିଧାନସଭାରେ ପାରିତ ହେଲା ପ୍ରସ୍ତାବ

ଭାରତର ଦକ୍ଷିଣ ରାଜ୍ୟ କେରଳର ନାଁ ବହୁତ ଜଲ୍‌ଦି ବଦଳିପାରେ । କେରଳ ବିଧାନସଭା ସୋମବାର ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ…

24 mins ago

ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ । ଯୋଜନା ଉପରେ କୌଣସି ଭୁଲ ଖବର…

25 mins ago

କାନ୍ଦି କାନ୍ଦି ବେହୋସ ହେଲା କୁନି ଝିଅ, ଉଚିତ ସମୟରେ ସିପିଆର ଦେଇ ଜୀବନ ବଞ୍ଚାଇଲେ ଡାକ୍ତର

ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…

29 mins ago

ଲକ୍ଷ୍ମୀ ବସ୍ ସେବା ନେଇ ଲୋକଙ୍କ ମଧ୍ୟରେ ଦ୍ବନ୍ଦ୍ବ, ଲୋକେ କହୁଛନ୍ତି ବସ୍ ନାଁ ରହୁ କି ନ ରହୁ ସେବା ଜାରି ରହୁ

ମାଲକାନଗିରି : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ ରାଜ୍ୟ…

31 mins ago

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

36 mins ago