କେନ୍ୟୁଜ୍(ବ୍ୟୁରୋ):ରାଜ୍ୟରେ ୧ ପ୍ରତିଶତକୁ ଖସିଲା ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧ ହଜାର ୨୦୮ ପଜିଟିଭ୍ ଚିହ୍ନଟ । ଆଉ ୬୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭିଟି ରେଟ୍ ରହିଛି ୧.୭୪ ପ୍ରତିଶତ । ଯାହାକି ଗତକାଲି ଥିଲା ୨.୦୨ ପ୍ରତିଶତ । ୨୪ ଘଣ୍ଟାରେ ୬୯ ହଜାର ୩୬୯ ଟେଷ୍ଟିଂ ହୋଇଛି ।
ଖୋର୍ଦ୍ଧାରୁ ସର୍ବାଧିକ ୩୯୯ ସଂକ୍ରମିତ ହୋଇଛନ୍ତି । କଟକରୁ ୧୭୩, ବାଲେଶ୍ୱରରୁ ୬୩ ଓ ଜଗତସିଂହପୁରରୁ ୬୦ ରହିଛି କରୋନା କେସ୍ । ରାଜ୍ୟରେ ଆକ୍ଟିଭ୍ କେସ୍ ରହିଛି ୧୩ ହଜାର ୦୬ । ରାଜ୍ୟରେ ୨୮ଟି ଜିଲ୍ଲା ଗ୍ରୀନ୍ ଜୋନରେ ରହିଛି ।
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…