Below header

ଆଜି ରାଜ୍ୟରେ ସୁସ୍ଥ ହେଲେ ୧୨୭୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୨୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ସଂଖ୍ୟା ୨ ଲକ୍ଷ ୯୬ ହଜାର ୫୧୬ କୁ ବୃଦ୍ଧି ପାଇଛି । ଆଜି ରାଜ୍ୟର ଖୋର୍ଦ୍ଧ ଜିଲ୍ଲାରୁ ସର୍ବାଧିକ ୧୪୬ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ୧୧୬ ଜଣଙ୍କ ସହ ଦ୍ଵିତୀୟ ସ୍ଥାନରେ ଅଛି କଟକ ଜିଲ୍ଲା । ଯେବେକି ବାଲେଶ୍ୱରରୁ ୧୦୩ ଜଣ ଓ ମୟୁରଭଞ୍ଜ ଜିଲ୍ଲାରୁ ୯୪ ଜଣ ସୁସ୍ଥ ହୋଇଥିବା ନେଇ ରିପୋର୍ଟ ଆସିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.