NAC ମାନ୍ୟତା ଦାବିରେ ଆଜି ୧୨ଘଣ୍ଟିଆ ବଙ୍ଗୋମୁଣ୍ଡା ବନ୍ଦ ଡାକରା, ଦୋକାନ ବଜାର ବନ୍ଦ କରିବା ସହିତ ରାସ୍ତା ଅବରୋଧ

ବଙ୍ଗୋମୁଣ୍ଡା : ୩ ଦଫା ଦାବିରେ ଆଜି ୧୨ଘଣ୍ଟିଆ ବଙ୍ଗୋମୁଣ୍ଡା ବନ୍ଦ। ବଙ୍ଗୋମୁଣ୍ଡାକୁ NAC ମାନ୍ୟତା ଦାବିରେ ବନ୍ଦ ଡାକରା ଦିଆଯାଇଛି । ସକାଳୁ ସକାଳୁ ନାଗରିକ ମଞ୍ଚର କର୍ମକର୍ତ୍ତା ମାନେ ସମସ୍ତ ଦୋକାନ ବଜାର ବନ୍ଦ କରିବା ସହିତ ରାସ୍ତା ଅବରୋଧ କରିଛନ୍ତି । ବନ୍ଦ ପ୍ରଭାବରେ ସମସ୍ତ ସରକାରୀ ବେସରକାରୀ ପ୍ରତିଷ୍ଠାନ, ସ୍କୁଲ କଲେଜ ଓ ଗାଡି ଚଳାଚଳ ସମ୍ପୁର୍ଣ୍ଣ ବନ୍ଦ ରହିଛି । ଏଷନଇ ନାଗରିକ ମଞ୍ଚର କର୍ମକର୍ତ୍ତାଙ୍କ ସହ ଅଧିକ ଆଲୋଚନା କରିଛନ୍ତି ଆମ କଣ୍ଟାବାଞ୍ଜି ରିପୋର୍ଟର ଦୀପକ ଯାଦବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.