ଢେଙ୍କାନାଳ(କେନ୍ଯୁଜ୍) : ୮ ଦଫା ଦାବିରେ ୧୨ଘଣ୍ଟିଆ ଢେଙ୍କାନାଳ ଜିଲ୍ଲା ଭୁବନ ବନ୍ଦ। ବିଜେପି ଯୁବ ମୋର୍ଚ୍ଚା ଭୁବନ ନଗର ମଣ୍ଡଳ ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି। ଭୁବନକୁ ସବଡିଭିଜନ ଘୋଷଣା, ଏନ୍ଏସିର ସମସ୍ତ ରାସ୍ତାର ମରାମତି, ପ୍ରଶସ୍ତିକରଣ ଓ ଅନନ୍ତପୁର ଛକରୁ ବାଟତାରିଣୀ ଛକ ପର୍ଯ୍ଯନ୍ତ ରାସ୍ତାକୁ କଂକ୍ରିଟ କରିବା ଆଦି ୮ ଦଫା ଦାବିରେ ଏହି ବନ୍ଦ କରାଯାଉଛି। କର୍ମୀମାନେ ପିକେଟିଂ କରି ୫୩ନମ୍ବର ଜାତୀୟ ରାଜପଥ ଅବରୋଦ କରିଛନ୍ତି। ଫଳରେ ଯାନବାହାନ ଚଳାଚଳ ସଂପୂର୍ଣ୍ଣ ଠପ୍ ହୋଇଯାଇଛି। ସ୍କୁଲ, କଲେଜ ଓ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି।
ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…
ଭୁବନେଶ୍ୱର(କେନ୍ୟୁଜ୍): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…
ଭଦ୍ରକ (କେନ୍ୟୁଜ୍): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…