Below header

ଜିଲ୍ଲା ମାନ୍ୟତା ଦାବିରେ ଆଜି ୧୨ଘଣ୍ଟିଆ ବଣାଇ ବନ୍ଦ

ବଣାଇ(କେନ୍ୟୁଜ୍) : ଆଜି ୧୨ଘଣ୍ଟିଆ ବଣାଇ ବନ୍ଦ। ଜିଲ୍ଲା ମାନ୍ୟତା ଦାବିରେ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। କର୍ମୀମାନେ ସକାଳୁ ସକାଳୁ ପିକେଟିଂ କରି ଗାଡି ଚଳାଚଳ ବନ୍ଦ କରିଛନ୍ତି। NH ୫୨୦,୧୪୩ ଓ SH-୧୦ ରାସ୍ତା ଅବରୋଧ କରାଯାଇଛି। ଫଳରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଦୋକାନ ବଜାର ମଧ୍ୟ ବନ୍ଦ ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.