Below header

ଫସଲ ବୀମାରେ ଠକେଇ, ୧୪ ଅଭିଯୁକ୍ତ ଗିରଫ

ଫସଲ ବୀମାରେ ଠକେଇ । ଜମିପଟ୍ଟା ଜାଲିଆତି କରି ଠକେଇ କରିଥିବା ୧୪ ଅଭିଯୁକ୍ତ ଗିରଫ କରିଛି ବଲାଙ୍ଗିର ସାଇବର ଥାନା ପୋଲିସ ।

ଫସଲ ବୀମାରେ ଠକେଇ । ଜମିପଟ୍ଟା ଜାଲିଆତି କରି ଠକେଇ କରିଥିବା ୧୪ ଅଭିଯୁକ୍ତ ଗିରଫ କରିଛି ବଲାଙ୍ଗିର ସାଇବର ଥାନା ପୋଲିସ । ଅସଲି ଜମିରେ ନକଲି ଚାଷୀଙ୍କ ନାଁ ଦେଇ ଫସଲ ବୀମା ଆବେଦନ କରୁଥିଲେ । କୋଟି କୋଟି ଟଙ୍କା ହଡପ୍ କରୁଥିଲେ ।

ଏନେଇ କୃଷି ବିଭାଗ ପକ୍ଷରୁ ଅଭିଯୋଗ ହେବା ପରେ ସାଇବର ଠକଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ନିକଟରୁ ୧୩ଟି କଂପ୍ୟୁଟର, ୧୬ଟି ମୋବାଇଲ ଓ ବିଭିନ୍ନ କାଗଜପତ୍ର ଜବତ ହୋଇଛି। ଏଥିରେ ଆହୁରି ଅନେକ ଲୋକଙ୍କ ସମ୍ପୃକ୍ତି ଥିିବା ସୂଚନା ଦେଇଛନ୍ତି ବଲାଙ୍ଗିର ଏସପି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.