ରାଜ୍ୟରେ ଆଉ ୧୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୩୮୮କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଆଉ ୧୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୮ କୁ ବୃଦ୍ଧି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା । ତେବେ ଏହି ନୂଆ ଆକ୍ରାନ୍ତଙ୍କ ଭିତରୁ ୧୪୩ ଜଣ ସଂଗରୋଧ କେନ୍ଦ୍ର ଥିବାବେଳେ ୧୧ଜଣ ସ୍ଥାନୀୟ ବାସିନ୍ଦା ।

odisha

 

ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ୍‌ କେସ୍‌ ୧୦୫୪ ରହିଥିବାବେଳେ ୧୩୨୫ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି । ଅନ୍ଯପଟେ ରାଜ୍ୟରେ ଏହି ମହାମାରୀ ୭ ଜଣଙ୍କର ପ୍ରାଣ ନେଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.