ରାଜ୍ୟ

ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ବାହାର ରାଜ୍ୟକୁ ଯାଇଥିବା ୧୫ ଜଣ ଶ୍ରମିକ ଉଦ୍ଧାର

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିବା ୧୫ ଜଣ ଶ୍ରମିକ ଉଦ୍ଧାର । ଓଡ଼ିଶା ମୋ ପରିବାର ସଦସ୍ୟମାନେ ଏମାନଙ୍କୁ ଉଦ୍ଧାର କରିଛନ୍ତି । ରାଉରକେଲା ସହରର ଦଲାଲ ବବ୍‌ଲୁ ସିଂହ ଏମାନଙ୍କୁ ନେଇ ବାରଣାସୀର ଏକ ଇଟା ଭାଟିରେ କାମ କରାଉଥିଲା । ଏନେଇ ପରିବାର ଲୋକେ ଓଡ଼ିଶା ମୋ ପରିବାର ସଦସ୍ୟଙ୍କୁ ଜଣାଇଥିଲେ । ଓଡ଼ିଶା ମୋ ପରିବାର ସଦସ୍ୟମାନେ ରାଉରକେଲା ପ୍ଲାଣ୍ଟ ସାଇଟ୍ ଥାନାରେ ଏତଲା ଦେବା ପରେ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଥିଲା । ବାରଣାସୀରୁ ୮୦ କିଲୋମିଟର ଦୂର ଆଜମଗଡ଼ରୁ ଏମାନଙ୍କୁ ଉଦ୍ଧାର କରାଯାଇଛି ।

KNews Bureau

Recent Posts

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

19 seconds ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

17 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

31 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

44 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

45 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago