Below header

ଭୁବନେଶ୍ୱର ଲିଙ୍ଗରାଜ ଥାନା ହାଟ ସାହିରେ ଏଟିଏମ ତାଡି ଲୁଟିନେଲେ ୧୫ଲକ୍ଷ ଟଙ୍କା

ଏଟିଏମ ତାଡି ଲୁଟିନେଲେ ୧୫ଲକ୍ଷ ଟଙ୍କା । ଭୁବନେଶ୍ୱର ଲିଙ୍ଗରାଜ ଥାନା ହାଟ ସାହିରେ SBI ଏଟିଏମ ତାଡି ଲୁଟ । ବିଳମ୍ବିତ ରାତିରେ ଗ୍ୟାସ କଟରରେ କାଟି ଲୁଟିନେଲେ ଲକ୍ଷାଧିକ ଟଙ୍କା ।

 ଭୁବନେଶ୍ୱର (କେନ୍ୟୁଜ୍): ଏଟିଏମ ତାଡି ଲୁଟିନେଲେ ୧୫ଲକ୍ଷ ଟଙ୍କା । ଭୁବନେଶ୍ୱର ଲିଙ୍ଗରାଜ ଥାନା ହାଟ ସାହିରେ SBI ଏଟିଏମ ତାଡି ଲୁଟ । ବିଳମ୍ବିତ ରାତିରେ ଗ୍ୟାସ କଟରରେ କାଟି ଲୁଟିନେଲେ ଲକ୍ଷାଧିକ ଟଙ୍କା । ଘଟଣାସ୍ଥଳରେ ଲିଙ୍ଗରାଜ ଥାନା ପୋଲିସ ଦ୍ୱାରା ଛାନବିନ୍ ଜାରି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.