ବାଲେଶ୍ୱର: ଖନ୍ତାପଡ଼ା ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରୁ ଗ୍ୟାସ ଲିକ୍‌, ୧୫ କର୍ମଚାରୀ ଅସୁସ୍ଥ

ବାଲେଶ୍ବର(କେନ୍ୟୁଜ୍): ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ନିକଟରେ ଥିବା ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରୁ ଗ୍ୟାସ ଲିକ୍‌ । ଏଥିଯୋଗୁ କିଛି ଶ୍ରମିକ ଅସୁସ୍ଥ ହୋଇପଡ଼ିଥିଲେ । ସେମାନଙ୍କୁ ଚିକିତ୍ସା ପାଇଁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସମସ୍ତେ ବିପଦମୁକ୍ତ ଥିବା ବାଲେଶ୍ୱର ସିଡିଏମଓ ଦୁଲାଲସେନ ଜଗଦ୍ଦେବ କହିଛନ୍ତି । ସେ କହିଛନ୍ତି, ଚିକିତ୍ସା ପାଇଁ ୧୫ ଜଣ ଆସିଥିଲେ । ସେମାନଙ୍କ ଚିକିତ୍ସା ଜାରି ରହିଛି । ସମସ୍ତେ ବିପଦମୁକ୍ତ ଅଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.